ଶିମିଳିପାଳ ଅଭୟାରଣ୍ୟରୁ ୫ ଶିକାରୀ ଗିରଫ, ହରିଣ ଓ ସମ୍ବର ଶିଙ୍ଗ ଜବତ
ବାରିପଦା: ଶିମିଳିପାଳ ଅଭୟାରଣ୍ୟରେ ମାତିଛନ୍ତି ଶିକାରୀ । ପୋଲିସ ଓ ବନବିଭାଗକୁ ଚକମା ଦେଇ ଜଙ୍ଗଲ ମଧ୍ୟକୁ ଅବାଧରେ ପ୍ରବେଶ କରୁଛନ୍ତି । ତେବେ ଶିକାର ପାଇଁ ଶିମିଳିପାଳ ଅଭୟାରଣ୍ୟ ମଧ୍ୟରେ ପ୍ରବେଶ କରିଥିବା ୫ ଜଣ ଶିକାରୀକୁ ଧରିବାରେ ସଫଳ ହୋଇଛି ବନବିଭାଗ । ଏଥି ସହିତ ତାଙ୍କ ନିକଟରୁ…