Latest Odisha News

BREAKING NEWS

କଟକରେ ମୁକୁଳା ଡ୍ରେନ୍ ନେଲା ଜୀବନ, ୨୧ ବର୍ଷର ଯୁବକ ମୃତ

କଟକ: ପୁଣି ମୁକୁଳା ଡ୍ରେନ୍ ନେଲା ଜୀବନ । କଟକର ଝୋଳା ସାହିରେ ଶନିବାର ରାତିରେ ମୁକୁଳା ଡ୍ରେନରେ ଖସି ପଡ଼ି ୨୧ ବର୍ଷୀୟ ଯୁବକଙ୍କ ମୃତ୍ୟୁ ହୋଇଛି । ମୃତକ ଜଣଙ୍କ ନାଁ ରାହୁଲ । ଘର ରାଜସ୍ଥାନରେ ହୋଇଥିବା ବେଳେ ସେ କଟକର ଝୋଲାସାହିରେ ସମ୍ପର୍କୀୟଙ୍କ ସହ ରହୁଥିଲେ । ଗତକାଲି ପ୍ରବଳ…

ଆସିଲା ଖୁସି ଖବର; ଶସ୍ତାରେ ମିଳିବ ଟମାଟୋ

ନୂଆଦିଲ୍ଲୀ: ସାରା ଦେଶରେ ଟମାଟୋର ମୂଲ୍ୟ ବୃଦ୍ଧି ଯୋଗୁଁ ସାଧାରଣ ଲୋକେ ଅତ୍ୟନ୍ତ ବିରକ୍ତ ହେଉଥିଲେ। ଏହି ସମୟରେ ସମଗ୍ର ଦେଶରେ ଟମାଟୋ ବୃଦ୍ଧି ପାଉଥିବା ମୂଲ୍ୟ ହ୍ରାସ କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଏଣିକି ଶସ୍ତାରେ ବିକ୍ରି ହେବ ଟମାଟୋ। ଗତକିଛି ଦିନ ହେବ ବଜାରରେ ଟମାଟୋ…

ଏସିଆନ ଗେମ୍ସ: କ୍ରିକେଟରେ ଭାରତୀୟ ଟିମ ସିଧାସଳଖ କ୍ୱାର୍ଟର ଫାଇନାଲରୁ ଖେଳିବ

ନୂଆଦିଲ୍ଲୀ: ଆଗାମୀ ଏସିଆନ ଗେମ୍ସରେ ଏଥର କ୍ରିକେଟକୁ ସାମିଲ କରାଯାଇଛି । ଏ ନେଇ ବିସିସିଆଇ ଉଭୟ ପୁରୁଷ ଓ ମହିଳା ଟିମ ଘୋଷଣା କରି ସାରିଛି । ଚୀନର ହାଙ୍ଗଝୋଉରେ ୨୩ ସେପ୍ଟମ୍ବରରୁ ୮ ଅକ୍ଟୋବର ପର‌୍ୟ୍ୟନ୍ତ ଏସିଆନ ଗେମ୍ସ ଆୟୋଜିତ ହେବ । ସେପ୍ଟମ୍ବର ୧୯ରୁ ମହିଳା ଓ ୨୮ରୁ ପୁରୁଷ କ୍ରିକେଟ…

ସଫଳତାର ଆଉ ପାଦେ: ପ୍ରଥମ କକ୍ଷପଥ ବଦଳାଇଲା ଚନ୍ଦ୍ରଯାନ-୩

ଶ୍ରୀହରିକୋଟା: ପ୍ରଥମ କକ୍ଷପଥକୁ ସଫଳତାର ସହିତ ସମାପ୍ତ କରିଛି ଚନ୍ଦ୍ରଯାନ-୩ । ବର୍ତ୍ତମାନ ଏହା ୪୨,୦୦୦ କିମିରୁ ଅଧିକ ଦୀର୍ଘ କକ୍ଷପଥରେ ପୃଥିବୀକୁ ପରିକ୍ରମା କରୁଛି। ବର୍ତ୍ତମାନ ଇସ୍ରୋ ବୈଜ୍ଞାନିକମାନେ ଏହାର କକ୍ଷପଥ ସମ୍ବନ୍ଧିତ ତଥ୍ୟର ବିଶ୍ଳେଷଣ କରୁଛନ୍ତି। ୪୨ ଦିନର ଯାତ୍ରା ପରେ…

ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି: ୨୪ ଘଣ୍ଟାରେ ଝାରସୁଗୁଡାର କିର୍ମିରାରେ ସର୍ବାଧିକ ବର୍ଷା ରେକର୍ଡ

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ଜିଲ୍ଲାରେ ବର୍ଷା ଜାରି ରହିଛି। ମୌସୁମୀ ସକ୍ରିୟ ଥିବାରୁ ରାଜ୍ୟରେ ଦୁଇ ଦିନ ହେଲା ଲାଗି ରହିଛି ବର୍ଷା। ଗତ ୨୪ ଘଣ୍ଟା ମଧ୍ୟରେ ଝାରସୁଗୁଡ଼ା ଜିଲ୍ଲାର କିର୍ମିରାରେ ଭୀଷଣ ବର୍ଷା ହୋଇଛି। ଏଠାରେ ସର୍ବାଧିକ ୨୧୫ ମିମି ବର୍ଷା ହୋଇଛି। ଝାରସୁଗୁଡା ଜିଲ୍ଲାର…

ଆମେରିକାରେ ଭାରତୀୟଙ୍କ ବନ୍ଧୁକ ଲାଇସେନ୍ସ ସଂଖ୍ୟାରେ ବୃଦ୍ଧି

ନୂଆଦିଲ୍ଲୀ: ଭାରତୀୟମାନେ ଶାନ୍ତି ପ୍ରିୟ । କୌଣସି କ୍ଷେତ୍ରରେ ଭାରତୀୟମାନେ ନିଜ ଆଡୁ ଅଶାନ୍ତି କରି ନାହାନ୍ତି । ତେବେ ବିଦେଶରେ ବାରମ୍ବାର ଭାରତୀୟଙ୍କ ଉପରେ ଆକ୍ରମଣ ହେବାରେ ଲାଗିଛି । ବର୍ଣ୍ଣବୈଷମ୍ୟ ବିବାଦ ଏହାର ମୂଖ୍ୟ କାରଣ ବୋଲି ବିବେଚନା କରାଯାଉଛି । ଆମେରିକାରେ ଏହି ସଂଖ୍ୟା ଦ୍ରୁତ…

ଦିଲ୍ଲୀରେ ଜାରି ରହିଛି ଲଗାଣ ବର୍ଷା, ବନ୍ୟା ସ୍ଥିତି ନେଇ ସମୀକ୍ଷା କଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ

ନୂଆଦିଲ୍ଲୀ: ଦିଲ୍ଲୀରେ ବନ୍ୟା ସ୍ଥିତି ଏବେବି ସଙ୍ଗୀନ ରହିଛି । ଦେଶର ରାଜଧାନୀର ବହୁ ଅଂଚଳ ଜଳବନ୍ଦୀ ରହିଛି । ଯମୁନା ନଦୀ ୪୫ ବର୍ଷର ରେକର୍ଡ ଭାଙ୍ଗି ବିପଦ ସଂକେତ ଉପରେ ପ୍ରବାହିତ ହେଉଛି । ୨୬ ହଜାରରୁ ଅଧିକ ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ନିଆଯାଇଥିବା ବେଳେ ୪୦ରୁ ଅଧିକ କ୍ୟାମ୍ପ…

ଲକ୍ଷାଦ୍ୱୀପରେ ଲଞ୍ଚ ହେଲା ଏଲପିଜି ସିଲିଣ୍ଡର କ୍ୟାରିଅର୍ ଜାହାଜ, ମଧ୍ୟପ୍ରଦେଶରୁ ପରିବହନ ହେବ ପେଟ୍ରୋଲିୟମ ସାମଗ୍ରୀ

ଓଡ଼ିଶା ସମ୍ବାଦ ବ୍ୟୁରୋ: ଗୋଆ ସିପ୍‌ୟାର୍ଡ ଲିମିଟେଡ୍ (ଜିଏସ୍ଏଲ୍) ରେ ଏଲପିଜି ସିଲିଣ୍ଡର କ୍ୟାରିଅର୍ ଜାହାଜ ଆନୁଷ୍ଠାନିକ ଭାବେ ଲଞ୍ଚ କରାଯାଇଛି। ଏହି ଜାହାଜଟି ଲକ୍ଷାଦ୍ୱୀପ ଦ୍ୱୀପପୁଞ୍ଜ ପ୍ରଶାସନର ବନ୍ଦର ପରିବହନ ଏବଂ ବିମାନ ଚଳାଚଳ ପାଇଁ ନିର୍ମାଣ କରାଯାଇଛି। ଆଜି ଲଞ୍ଚ ହୋଇଥିବା ଏହି…

ଆପଣଙ୍କୁ ଭୋକ ହେଉନାହିଁ କି ? ତେବେ ହୋଇଯାଆନ୍ତୁ ସାବଧାନ

ଓଡିଶା ସମ୍ବାଦ ବ୍ୟୁରୋ: ଆମ ଶରୀର ଆମକୁ ଦେଉଥିବା ପ୍ରତ୍ୟେକ ଇଶାରା ଆମପାଇଁ ମହତ୍ୱପୂର୍ଣ୍ଣ ହୋଇଥାଏ । ଏଥିରେ ଭୋକ ନଲାଗିବା ବି ସାମିଲ ଅଛି । ଦେଖିବାକୁ ଗଲେ ଭୋକ ନଲାଗିବା ଏକ ସାଧାରଣ ଲକ୍ଷଣ, କିନ୍ତୁ ଏହା ବେଳେ ବେଳେ ଏହା ବହୁତ ବଡ ବଡ ରୋଗର ଇଶାରା ଦେଇଥାଏ । ଡାକ୍ତରଙ୍କ ମୁତାବକ, ଭୋକ…

ଭାଲୁ ଆକ୍ରମଣରେ ବାପା ମୃତ, ପୁଅ ଗୁରୁତର; କ୍ଷତି ପୂରଣ ଦାବିରେ ରାଜପଥ ଅବରୋଧ

ନୂଆପଡ଼ା: କୋମନା ରେଞ୍ଜ ବିରୁନପଦର ଗାଁ ବିଜାଖମନ ଜଙ୍ଗଲରେ ଭାଲୁ ଆକ୍ରମଣ। ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ମୃତକଙ୍କ ନାଁ ଘନଶ୍ୟାମ ପଟେଲ। ଗୁରୁତର ଅବସ୍ଥାରେ ପୁଅକୁ ନୂଆପଡ଼ା ମେଡିକାଲ ସ୍ଥାନାନ୍ତର କରାଯାଇଛି। ସୂଚନା…