୮୬ ବର୍ଷ ବୟସରେ ଆଖିବୁଜିଲେ କୁଏତର ଏମିର ଶେଖ ନୱାଫ ଅଲ ଅହମ୍ମଦ ଅଲ ସାବ
ନୂଆଦିଲ୍ଲୀ: କୁଏତ ମୁଖ୍ୟ ଏମିର ଶେଖ ନୱାଫ ଅଲ ଅହମ୍ମଦ ଅଲ ସାବଙ୍କ ୮୬ ବର୍ଷ ବୟସରେ ଦେହାନ୍ତ ହୋଇଛି। ନଭେମ୍ବର ମାସରେ ଅସୁସ୍ଥତା ପାଇଁ ଶେଖ ନୱାଫଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଥିଲା।ସେଠାରେ ତାଙ୍କର ଚିକିତ୍ସା ଚାଲିଥିଲା। ତେବେ ଆଜି ତାଙ୍କର ପରଲୋକ ଘଟିଛି।
ଭାଇ ଶେଖ ସବାଙ୍କର…