ଲରେନ୍ସ ବିଷ୍ଣୋଇ ଗ୍ୟାଙ୍ଗକୁ ଆତଙ୍କବାଦୀ ସଂଗଠନ ଘୋଷଣା କଲା କାନାଡା ସରକାର
ଓଟାଓ୍ବା: କାନାଡା ସରକାର ଲରେନ୍ସ ବିଷ୍ନୋଇ ଗ୍ୟାଙ୍ଗ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି । କାନାଡା ସରକାର ବିଷ୍ନୋଇ ଗ୍ୟାଙ୍ଗକୁ ଏକ ଆତଙ୍କବାଦୀ ସଂଗଠନ ଭାବରେ ତାଲିକାଭୁକ୍ତ କରିଛି । କାନାଡାର ଜନ ସୁରକ୍ଷା ମନ୍ତ୍ରୀ ଗ୍ୟାରି ଆନନ୍ଦସାଙ୍ଗରୀ ସୋମବାର ଏହି ଘୋଷଣା କରିଛନ୍ତି ।…