୧୫ ହଜାର ଗୀତ ପୂରଣ କଲା ତାଲ୍ ମ୍ୟୁଜିକ୍
ଭୁବନେଶ୍ବର : ବିଗତ ୨୦୦୧ ମସିହାରୁ ଆଜି ପର୍ଯ୍ୟନ୍ତ ତାଲ ମ୍ୟୁଜିକ ଓଡିଶା ସଙ୍ଗୀତ ଜଗତକୁ ତାର ଭେଟି ଦେଇ ଆସିଛି । ବହୁ ଉତଥାନ ପତନ ଦେଇ ଗତି କରି ଆଜି ଏହି ସ୍ଥାନରେ ପହଞ୍ଚିଛି ତାଲ ମ୍ୟୁଜିକ୍ । ଆଜି ସେ ଶୁଭ ମୁହୂର୍ତ୍ତ ଆସିଛି । ତାଲ ମ୍ୟୁଜିକ ୧୫ ହଜାର ଗୀତରେ ପଦାର୍ପଣ କରିଛି । ଏହି…