Latest Odisha News

BREAKING NEWS

ମୋଟା ବରଫର ଚାଦର ତଳେ ହିମାଚଳ ପ୍ରଦେଶ, ଶିମଲାର ଦୃଶ୍ୟ ଦେଖି ଆପଣ ବି ହୋଇଯିବେ ଖୁସ୍

ହିମାଚଳ ପ୍ରଦେଶ: ଦୀର୍ଘ ଦିନର ଅପେକ୍ଷା ପରେ ହିମାଚଳ ପ୍ରଦେଶର ଶିମଲାରେ ତୁଷାରପାତ ଦେଖିବାକୁ ମିଳିଛି । ଶିମଲାର ଉଚ୍ଚସ୍ଥାନରେ ପ୍ରବଳ ତୁଷାରପାତ ହୋଇଛି । ବରଫର ଏକ ମୋଟା ଚାଦର ତଳେ ଲୁଚି ଯାଇଛି ସେଠାକାର ଘର । ଯାହା ଏକ ମୋଟା ଧଳା ପାହାଡର ଭ୍ରମ ସୃଷ୍ଟି କରୁଛି । ଯାହାକୁ ଦେଖି…

ନୂଆ ସଂସଦରେ ରାଷ୍ଟ୍ରପତିଙ୍କ ପ୍ରଥମ ଅଭିଭାଷଣ: ‘ନୂଆ ଭାରତ ଶ୍ରେଷ୍ଠ ଭାରତ ସଂକଳ୍ପ’

ନୂଆଦିଲ୍ଲୀ: ଆରମ୍ଭ ହେଲା ସଂସଦରେ କାମଚଳା ବଜେଟ୍ ଅଧିବେଶନ । ପରମ୍ପରା ଅନୁସାରେ ପ୍ରଥମ ଦିନରେ ମହାମହିମ ରାଷ୍ଟ୍ରପତି ଦୌପଦୀ ମୁର୍ମୁ ଅନ୍ତରୀଣ ବଜେଟ୍ ସେସନ୍‌କୁ ଆରମ୍ଭ କରିଛନ୍ତି । ନୂଆ ସଂସଦ ଭବନରେ ସମସ୍ତଙ୍କୁ ମୋର ନମସ୍କାର କହି ବକ୍ତବ୍ୟ ଆରମ୍ଭ କରିଥିଲେ ମୁର୍ମୁ । ଏହାପରେ ଓଡ଼ିଆରେ…

କିଏ କରିଥିଲେ ବଟର୍ ଚିକେନର ଆବିଷ୍କାର, ରାୟ ଶୁଣାଇବେ କୋର୍ଟ

ନୂଆଦିଲ୍ଲୀ: ଅଧିକାଂଶ ଲୋକ ଆମିଷ ପ୍ରିୟ ହୋଇଥାନ୍ତି । ଆଉ କଥା ଯେତେବେଳେ ଚିକେନ୍ ଉପରକୁ ଆସେ ତ ଲୋକେ କହିବେ ବା କଣ । ଅନେକ ଲୋକ ଆମିଷ ଭିତରୁ ଚିକେନକୁ ବେଶି ଭଲ ପାଇଥାନ୍ତି । ଆଉ ଚିକେନ ଭିତରୁ ଲୋକଙ୍କର ପ୍ରଥମ ପସନ୍ଦ ବଟର୍ ଚିକେନ୍ । ତେବେ କଣ ଆପଣ ଜାଣନ୍ତି କି ବଟର୍ ଚିକେନର ରେସିପିର…

ତୃତୀୟ ବିବାହ ପରେ ମୁହଁ ଖୋଲିଲେ ଶୋଏବ

ଲାହୋର: ପାକିସ୍ତାନ କ୍ରିକେଟର ଶୋଏବ ମଲିକ ନିକଟରେ ତୃତୀୟ ବିବାହ କରିଛନ୍ତି । ସେ ତାଙ୍କ ଦ୍ୱିତୀୟ ପତ୍ନୀ ସାନିଆ ମିର୍ଜାଙ୍କଠାରୁ ଅଲଗା ହୋଇ ସନା ଜାଭେଦଙ୍କୁ ବିବାହ କରିଛନ୍ତି । ଏହି ବିବାହ ନେଇ ଶୋଏବଙ୍କୁ ସୋସିଆଲ ମିଡିଆରେ ସମାଲୋଚନା କରାଯାଇଛି । କିଛି ଦିନ ଚୂପ ରହିବା ପରେ ସେ ଏ ନେଇ…

ଜଟିଳ ପରିସ୍ଥିତି ଦେଇ ଗତି କରୁଛି ପାକିସ୍ତାନ: ୩୨ଟି ସିଙ୍ଗଡାର ମୂଲ୍ୟ ୮୦୦ ଟଙ୍କା

ନୂଆଦିଲ୍ଲୀ: ଜମ୍ମୁ-କଶ୍ମୀରକୁ ନେଇ ଭାରତ ସହିତ ଶତ୍ରୁତା ବୃଦ୍ଧି ପାକିସ୍ତାନ ଅର୍ଥନୀତିର ମେରୁଦଣ୍ଡକୁ ଦୋହଲାଇ ଦେଇଛି। ପନିପରିବା ଠାରୁ ଆରମ୍ଭ କରି ସାଧାରଣ ନିତ୍ୟବ୍ୟବହାର୍ଯ୍ୟ ସାମଗ୍ରୀର ଦର ବର୍ତ୍ତମାନ ଆକାଶଛୁଆଁ ହୋଇଛି । ଯାହା ପାକିସ୍ତାନର ସରକାରଙ୍କ ମୁଣ୍ଡବିନ୍ଧାର କାରଣ ପାଲଟିଛି ।…

ମୟଙ୍କଙ୍କ ବିରୋଧରେ ରଚା ଯାଇଥିଲା କି ଷଡଯନ୍ତ୍ର, ପୋଲିସ କରିବ ତଦନ୍ତ

ନୂଆଦିଲ୍ଲୀ: ଭାରତର ଓପନିଂ ବ୍ୟାଟ୍ସମ୍ୟାନ ମୟଙ୍କ ଅଗ୍ରୱାଲ ବିମାନରେ ଯାଉଥିବା ବେଳେ ହଠାତ ଅସୁସ୍ଥ ହୋଇ ପଡିଥିଲେ । ତାଙ୍କୁ ଗୁରୁତର ଅବସ୍ଥାରେ ଅଗରତାଲା ଡାକ୍ତରଖାନାରେ ଭର୍ତି କରାଯାଇଛି । ସବୁ କିଛି ଠିକ ଠାକ ଥିବା ବେଳେ ସେ କାହିଁକି ହଠାତ ଅସୁସ୍ଥ ହୋଇ ପଡିଲେ ତାହା ପ୍ରଶ୍ନବାଚୀ ସୃଷ୍ଟି…

ବିରୋଧୀ ସାଂସଦଙ୍କୁ ମୋଦିଙ୍କ କଡା ସମାଲୋଚନା, ଏହି ଅଧିବେଶନ ଆପଣଙ୍କ ପାଇଁ ପଶ୍ଚାତାପର ସମୟ

ନୂଆଦିଲ୍ଲୀ: ଆଜି ଆରମ୍ଭ ହୋଇଛି ସଂସଦର ବଜେଟ ଅଧିବେଶନ । ଫେବୃଆରୀ ୯ ତାରିଖ ପର୍ଯ୍ୟନ୍ତ ଚାଲିବ ଏହି ଅଧିବେଶନ । ବଜେଟ ଅଧିବେଶନ ଆରମ୍ଭ ପୂର୍ବରୁ ବିରୋଧୀଙ୍କୁ କଡା ସମାଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ପାର୍ଲାମେଣ୍ଟ ଭବନରେ ପ୍ରବେଶ ପୂର୍ବରୁ ଗଣମାଧ୍ୟମକୁ ସମ୍ବୋଧନ…

ଗ୍ୟାସ୍ କଟରରେ କାଟି ଏଟିଏମ୍ ଲୁଟ୍, ଦୁର୍ବୁତ୍ତଙ୍କୁ ଖୋଜୁଛି ପୋଲିସ

ନବରଙ୍ଗପୁର: ପୁଣି ଏକ ଏଟିଏମ୍ ରୁ ଲୁଟ୍ ହୋଇଥିବା ଖବର ସାମ୍ନାକୁ ଆସିଛି । ନବରଙ୍ଗପୁର ସହର ବ୍ଲକ କାର୍ଯ୍ୟାଳୟ ପାର୍ଶ୍ୱରେ ଥିବା ଏସବିଆଇ ଏଟିଏମ ରୁ ଦୁର୍ବୁତ୍ତ ଲୁଟି ନେଇଥିବା ଦେଖିବାକୁ ମିଳିଛି । ଏଟିଏମ ମେସିନ କଟରରେ କାଟିଥିବା ସନ୍ଦେହ କରାଯାଉଛି l କଟରରେ କାଟିଥିବା କାରଣରୁ ଏଟିଏମ ରେ…

ନିଜ ସନ୍ତାନ ନୁହେଁ ବରଂ ପାଳିତ ବିଲେଇ-କୁକୁରଙ୍କ ନାଁରେ ମହିଳା କଲେ ୨୩ କୋଟି ସମ୍ପତ୍ତି

ନୂଆଦିଲ୍ଲୀ: ସାଧାରଣତଃ ଆପଣମାନେ ଶୁଣିଥିବେ ଯେ, ଯେତେବେଳେ ମା’, ବାପା ବୃଦ୍ଧ ହୋଇଯାଆନ୍ତି ସେତେବେଳେ ସେମାନେ ତାଙ୍କର ସମସ୍ତ ସମ୍ପତ୍ତି ସେମାନଙ୍କ ସନ୍ତାନ ମାନଙ୍କ ନାଁରେ କରିଦେଇଥାନ୍ତି । କିନ୍ତୁ କିଛି ଟା କ୍ଷେତ୍ରରେ ଏହା ହୋଇନଥାଏ । ଅନେକ ସମୟରେ ଲୋକମାନେ ସେମାନଙ୍କ ସମ୍ପତ୍ତି…

ଘନ କୁହୁଡି ବଳୟରେ ଦିଲ୍ଲୀ: ବିମାନ ଓ ରେଳ ଚଳାଚଳ ପ୍ରଭାବିତ ବାଧାପ୍ରାପ୍ତ

ନୂଆଦିଲ୍ଲୀ: ଘନ କୁହୁଡି ବଳୟ ଭିତରେ ରାଜଧାନୀ ଦିଲ୍ଲୀ । ପ୍ରବଳ ଶୀତରେ ଜନଜୀବନ ପୁରା ଅସ୍ତବ୍ୟସ୍ତ ହୋଇପଡିଥିବା ବେଳେ ଘନ କୁହୁଡି କାରଣରୁ ଦୃଶ୍ୟମାନତା ହ୍ରାସ ପାଇଛି । ଶୂନ୍ୟ ଦୃଶ୍ୟମାନତା ହେତୁ ରେଳ ଏବଂ ବିମାନ ଚଳାଚଳ ବାଧାପ୍ରାପ୍ତ ହୋଇଛି । ମଙ୍ଗଳବାର ରାତିରୁ ସକାଳ ମଧ୍ୟରେ ୫ଟି…