ଗୁଗୁଲ୍ ମ୍ୟାପ୍ରେ ରାସ୍ତା ଦେଖିବା ମହଙ୍ଗା ପଡିଲା : ବାଇକ୍ ନଦୀ ଭିତରେ ନେବାକୁ ପଡିଲା
ଲୋକମାନେ ପୂର୍ବରୁ କେଉଁ ଅଜଣା ସ୍ଥାନକୁ ଯିବା ଆଗରୁ ଭଲ କରି ପଚାରି ବୁଝୁଥିଲେ । ନଚେତ୍ ରାସ୍ତାଘାଟରେ ଦୋକାନ କିମ୍ବା ଲୋକଙ୍କୁ ପଚାରି ଠିକଣା ଜାଗାରେ ପହଞ୍ଚୁଥିଲେ । କିନ୍ତୁ ସମୟ ପରିବର୍ତ୍ତନ ଯୋଗୁ ଏବେ ଲୋକେ ଗୁଗୁଲ ମ୍ୟାପ୍ର ସହାୟତା ନେଇ ସହଜରେ ସଠିକ୍ ସ୍ଥାନରେ ପହଞ୍ôଚପାରୁଛନ୍ତି ।…