ଆମେରିକାରେ ଭାରତୀୟ ଛାତ୍ରଙ୍କୁ ୫୦ଥର ଛୁରି ଭୁସି ହତ୍ୟା
ୱାଶିଂଟନ: ଆମେରିକାରେ ସୁରକ୍ଷିତ ନୁହଁନ୍ତି ଭାରତୀୟ ଛାତ୍ର। କିଛିଦନ ଧରି ଆମେରିକାରେ ଭାରତୀୟ ଛାତ୍ରଙ୍କ ମୃତ୍ୟୁ ଖବର ସାମନାକୁ ଆସୁଛି। ପୁଣି ଥରେ ଆଉ ଜଣେ ଭାରତୀୟ ଛାତ୍ରଙ୍କୁ ଅତି ନିର୍ମମ ଭାବରେ ହତ୍ୟା କରାଯାଇଛି। ଜର୍ଜିଆରେ ବିବେକ ସାଇନିଙ୍କୁ ଛରି ଭୁଶିବା ସହ ହାତୁଡ଼ି ପଟି ଅତି…