ବାହାରିଲା ନବମ ଶ୍ରେଣୀ ପରୀକ୍ଷା କାର୍ଯ୍ୟସୂଚୀ : ଜାଣନ୍ତୁ, କେଉଁଦିନ ରହିଛି କେଉଁ ବିଷୟ
ଭୁବନେଶ୍ୱର: ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ନବମ ଶ୍ରେଣୀ ପରୀକ୍ଷା ପାଇଁ କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ନବମ ଶ୍ରେଣୀ ପରୀକ୍ଷା ମାର୍ଚ୍ଚ ୬ ତାରିଖରୁ ଆରମ୍ଭ ହେବ । ପରୀକ୍ଷା ସକାଳ ୯ଟାରୁ ଆରମ୍ଭ ହେବ ଏବଂ ୧୧ଟାରେ ସରିବ ।
ପ୍ରତ୍ୟେକ ପରୀକ୍ଷାର ପ୍ରଶ୍ନପତ୍ର ପରୀକ୍ଷା ଆରମ୍ଭର ମାତ୍ର…