ଭଦ୍ରକ ରଥପଦା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା ୧୫ ଦୋକାନ
ଭଦ୍ରକ: ଭଦ୍ରକ ଜିଲ୍ଲା ବାସୁଦେବପୁର ବ୍ଲକ ଅଧୀନ ରଥପଦା ମାର୍କେଟରେ ଭୟାବହ ଅଗ୍ନିକାଣ୍ଡ । ଫଳରେ ଜଳିଗଲା ୧୫ ଟି ଦୋକାନ । ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ ।
ଖବର ମୁତାବକ, ଗତକାଲି (ଗୁରୁବାର) ବିଳମ୍ବିତ ରାତି ପ୍ରାୟ ୨ ଟା ସମୟରେ ରଥପଦା ମାର୍କେଟରେ ଏହି…