ଏଟିଏମ ଭାଙ୍ଗି ୧୨ ଲକ୍ଷ ଟଙ୍କା ଲୁଟ୍
ବ୍ରହ୍ମପୁର: ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ଏଟିଏମ୍ କିଓସ୍କରୁ ୧୨ ଲକ୍ଷ ଟଙ୍କା ଲୁଟ୍ କରିଛନ୍ତି ଦୁର୍ବୃତ୍ତ। ଖଲ୍ଲିକୋଟ ଥାନା ଅନ୍ତର୍ଗତ ୧୬ ନମ୍ବର ଜାତୀୟ ରାଜପଥର କେଶପୁର ଛକରେ ଥିବା ପଞ୍ଜାବ ନ୍ୟାସନାଲ ବ୍ୟାଙ୍କର ଏଟିଏମ୍ରୁ ସୋମବାର ରାତିରେ ଲୁଟ୍ ହୋଇଥିବା ନେଇ ଖଲ୍ଲିକୋଟ ଥାନାରେ ପିଏନବି…