ହାଇଓ୍ବା-କାର ମୁହାଁମୁହିଁ ଧକ୍କା, ୪ ଗୁରୁତର
କୋରାପୁଟ: କୋରାପୁଟ ଜିଲ୍ଲା ଲକ୍ଷ୍ମୀପୁର ଅଞ୍ଚଳରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା । ଏକ ହାଇୱା ଓ କାର୍ ମୁହାଁମୁହିଁ ଧକ୍କା ହେବା ଫଳରେ ଚାରି ଜଣଙ୍କର ମୃତ୍ୟୁ ହୋଇଛି ।
ସୂଚନା ଅନୁଯାୟୀ, ଜିଲ୍ଲାର ଟିମାଝଲା ଛକ ନିକଟ ଦେଇ ଯାଇଥିବା ୩୨୬ ନମ୍ବର୍ ଜାତୀୟ ରାଜପଥରେ ଏହି ଦୁର୍ଘଟଣା ଘଟିଥିଲା ।…