ରାଜ୍ୟପାଳଙ୍କ ନିକଟରେ ପହଞ୍ଚିଲା ଅଯୋଧ୍ୟାରୁ ଆସିଥିବା ଅକ୍ଷତ କଳସ ସହ ନିମନ୍ତ୍ରଣ
ଭୁବନେଶ୍ଵର: ଭୁବନେଶ୍ୱରରେ ପହଞ୍ଚିଛି ଶ୍ରୀରାମ ଜନ୍ମଭୂମି ତୀର୍ଥକ୍ଷେତ୍ର ଅଯୋଧ୍ୟାରୁ ଆସିଥିବା ନିମନ୍ତ୍ରଣ ସହ ଅକ୍ଷତ କଳସ । ଏହାପରେ ମଙ୍ଗଳବାର କାର୍ଯ୍ୟକର୍ତ୍ତାମାନେ ଏହି ଅକ୍ଷତ, ପୁଷ୍ପ ଓ ନିମନ୍ତ୍ରଣ ପତ୍ର ନେଇ ରାଜ୍ୟପାଳଙ୍କ ନିକଟରେ ପହଞ୍ଚିଛନ୍ତି ।
ରାଜ୍ୟର ସର୍ବୋଚ୍ଚ…