ରାଜସ୍ଥାନ ରାଜନୀତି: ପ୍ରେମଚନ୍ଦ୍ର ବୈରଭା ଏବଂ ଦୀୟା କୁମାରୀ ହେବେ ଦୁଇ ଉପମୁଖ୍ୟମନ୍ତ୍ରୀ
ଜୟପୁର: ଶେଷ ହୋଇଛି ରାଜସ୍ଥାନ ସସ୍ପେନ୍ସ । ସମସ୍ତଙ୍କୁ ଚମକେଇ ରାଜସ୍ଥାନର ମୁଖ୍ୟମନ୍ତ୍ରୀ ମୁକୁଟ ଭଜନଲାଲ ଶର୍ମାଙ୍କୁ ପିନ୍ଧାଇଛନ୍ତି କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଦଳ । ଏଥିସହିତ ଉପ ମୁଖ୍ୟମନ୍ତ୍ରୀ ଭାବେ ଦୁଇଜଣଙ୍କୁ ମନୋନୀତ କରିଛି ଦଳ । ପ୍ରେମଚନ୍ଦ୍ର ବୈରଭା ଏବଂ ଦୀୟା କୁମାରୀଙ୍କୁ…