ମହୁମାଛି ଆକ୍ରମଣରେ ୨ ମୃତ
ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗର ଥାନା କାଦୁଆ ଗାଁରେ ଅଭାବନୀୟ ଘଟଣା । ମହୁମାଛି ଆକ୍ରମଣରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ମୃତକ ମାନେ ହେଲେ କାଦୁଆ ଗାଁର ଝୁମର ସେଠୀ ଏବଂ ମାୟାଧର ଦେହୁରୀ ।
ସୂଚନା ମୁତାବକ, ମାୟାଧର ଗାଁ ପାଖ ନିଜ ଚାଷ ଜମିରୁ ଘରକୁ ଫେରୁଥିବା ବେଳେ…