ଭାରତ-ଇଂଲଣ୍ଡ ଟେଷ୍ଟ ସିରିଜ ୨୫ରୁ, ମନେ ଅଛି ତ ଭେସଲିନ ବିବାଦ..
ନୂଆଦିଲ୍ଲୀ: ଭାରତ ଓ ଇଂଲଣ୍ଡ ମଧ୍ୟରେ ୫ ମ୍ୟାଚ ବିଶିଷ୍ଟ ଟେଷ୍ଟ କ୍ରିକେଟ ସିରିଜ ୨୫ରୁ ଆରମ୍ଭ ହେବ । ଯେବେ ବି ଏହି ଦୁଇ ଦେଶ ମଧ୍ୟରେ ଟେଷ୍ଟ ସିରିଜ ଆରମ୍ଭ ହୁଏ ସେତେବେଳେ ଇଂଲଣ୍ଡ ଟିମର ଭେସଲିନ ବିବାଦ ମନେ ପଡି ଯାଇଥାଏ । ୧୯୭୬ରେ ଇଂଲଣ୍ଡ ଟିମ ଭାରତ ଗସ୍ତରେ ୫ ମ୍ୟାଚ ବିଶିଷ୍ଟ ସିରିଜ…