Latest Odisha News

BREAKING NEWS

କବିତା : ସେଇ ହସ

ସଞ୍ଜିତା ପ୍ରଧାନ ଅଗଣିତ ଭାଗରେ ବିଭକ୍ତ ଆଜ ସନ୍ତର୍ପଣରେ ସାଉଁଟି ଥିବା ତୋ’ର ଅନିନ୍ଦ୍ୟ କଳେବର, ସମଗ୍ର ଅବୟବ କାଳାନଳେ ଦଗ୍ଧ ଆଜନ୍ମ ସଞ୍ଚିତ ସ୍ୱାଭିମାନର ।। ଦେଖିଥିବା ପୁଞ୍ଜାଏ ସ୍ବପ୍ନ ଚେଇଁଥିବା ମୁଦ୍ରିତ ନୟନ ଯୁଗଳେ ଅନାୟାସେ ନିବର୍ତ୍ତି ଯା’ନ୍ତି, ଅର୍ଣ୍ଣବ କଲ୍ଲୋଳେ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ କେନ୍ଦ୍ରୀଭୂତ, ପ୍ରବଳ ବର୍ଷା ନେଇ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପୂର୍ବାନୁମାନ ଅନୁଯାୟୀ, ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳକୁ ଲାଗି କେନ୍ଦ୍ରୀଭୂତ ହୋଇଛି ଏକ ଘୂର୍ଣ୍ଣିବଳୟ। ଫଳରେ ରାଜ୍ୟର ୯ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହାର ପ୍ରଭାବରେ ଆଜି ଆଭ୍ୟନ୍ତରୀଣ ଓ ଉପକୂଳ ଓଡ଼ିଶାର କିଛି ଜିଲ୍ଲାରେ…

ଭାଷା ଭାଗବତ : ଏକାଂତବାସୀ

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ଏକାଂତବାସୀ ହୋଇ ଜଣେ ଲୁଚି ରହିଲେ ଘର କୋଣ ତା ମନ କରେ ପର୍ଯଟନ ସ୍ବେଚ୍ଛାରେ ଅନେକ ଭୁବନ ସେ ହେଲେ କାଳ, ସ୍ଥଳାଶ୍ରୟୀ ନିଜ ସାମର୍ଥ୍ୟ ଅନୁଯାୟୀ ଭାବକୁ କରିପାରେ ଲିପି ନ ରହେ ନିଷ୍କ୍ରିୟ କଦାପି ନିଜକୁ ନିଜେ ଦେଇ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥ ଙ୍କ ବିଶେଷ ନୀତି ବିଷୟରେ ଜାଣିବା ପାଇଁ ଆମେ ଶ୍ରୀମନ୍ଦିର ସତ୍ୱଲିପିରେ ବର୍ଣ୍ଣିତ ନୈମିତିକ -ବିଧି ଗୁଡିକ ଅନୁଧ୍ୟାନ କରିବା। ଏହି ପ୍ରସଙ୍ଗରେ ଗୁରୁବାର (ମlଜଣା ଓ…

ନିଷିଦ୍ଧାଞ୍ଚଳରେ ମତ୍ସ୍ୟଜୀବୀ ମୃତ୍ୟୁ ଘଟଣା, ବାଲେଶ୍ବର ଏସପି ଓ ଜିଲ୍ଲାପାଳଙ୍କୁ ସମନ କଲା ଏନଏଚଆରସି

ବାଲେଶ୍ୱର: ଚାନ୍ଦିପୁରସ୍ଥିତ ଡିଆରଡିଓର ନିଷିଦ୍ଧାଞ୍ଚଳରେ ଜଣେ ମତ୍ସ୍ୟଜୀବୀଙ୍କ ମୃତ୍ୟୁ ଘଟଣାରେ ଜାତୀୟ ମାନବାଧିକାର କମିସନ୍ (ଏନଏଚଆରସି) ବାଲେଶ୍ୱର ଜିଲ୍ଲାପାଳ ଓ ଏସପିଙ୍କୁ ସମନ୍ ଜାରି କରିଛନ୍ତି। ଘଟଣା ସମ୍ପର୍କରେ ଆବଶ୍ୟକ ରିପୋର୍ଟ ଦେବାରେ ବିଫଳ ହୋଇଥିବାରୁ ଏହି ଦୁଇ ଅଧିକାରୀଙ୍କୁ…

ଛତୁ ଆଣିବାକୁ ଯାଇଥିବା ବେଳେ ଦିବ୍ୟାଙ୍ଗ ଝିଅଟିକୁ ଦଳି ଦେଲା ଦନ୍ତା ହାତୀ

କେନ୍ଦୁଝର: କେନ୍ଦୁଝର ଜିଲ୍ଲା ସଦର ଥାନା ଅନ୍ତର୍ଗତ ଏକ ଜଙ୍ଗଲରେ ଶୁକ୍ରବାର ଜଣେ ଶ୍ରବଣ ଶକ୍ତି ହରାଇଥିବା ନାବାଳିକାକୁ ହାତୀ ଦଳି ଚକଟି ଦେବାରୁ ଝିଅଟିର ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ଶୁକ୍ରବାର ସକାଳେ ତେଲକୋଇ ବ୍ଲକ୍ ଅନ୍ତର୍ଗତ ସିରିଆବାହାଲ ଗାଁ ଲୋକେ ନିକଟସ୍ଥ ଜଙ୍ଗଲରୁ…

‘ଓଡିଶାରେ ସରକାର ଗଠନ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି ବିଜେପି’

ଭୁବନେଶ୍ବର: ଭାରତୀୟ ଜନତା ପାର୍ଟି (ବିଜେପି) ଓଡ଼ିଶାରେ ସରକାର ଗଠନ ପାଇଁ ବ୍ଲୁ ପ୍ରିଣ୍ଟ ପ୍ରସ୍ତୁତ କରିଛି ବୋଲି ଦଳର ରାଜ୍ୟ ସଭାପତି ମନମୋହନ ସାମଲ ଶୁକ୍ରବାର ଦିନ କହିଛନ୍ତି। ଗୌହାଟୀରୁ ଫେରି ୧୨ଟି ପୂର୍ବ ଓ ଉତ୍ତର-ପୂର୍ବ ରାଜ୍ୟର ବିଜେପି ନେତାଙ୍କ ବୈଠକରେ ଯୋଗ ଦେଇଥିବା ମନମୋହନ ସାମଲ…

୫ ଦିନିଆ ସିବିଆଇ ରିମାଣ୍ଡରେ ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତ

ଭୁବନେଶ୍ୱର: ବାଲେଶ୍ୱର ବାହାନଗା ଟ୍ରେନ୍ ଦୁର୍ଘଟଣାର ୩ ଅଭିଯୁକ୍ତଙ୍କୁ ସିବିଆଇ ରିମାଣ୍ଡରେ ନେଇଛି । ୫ ଦିନ ପାଇଁ ସିବିଆଇ ରିମାଣ୍ଡ ଆବେଦନ କରିଥିଲା, ସ୍ୱତନ୍ତ୍ର ସିବିଆଇ କୋର୍ଟ ୫ ଦିନ ଲାଗି ରିମାଣ୍ଡରେ ନେବାକୁ ସିବିଆଇକୁ ଅନୁମତି ପ୍ରଦାନ କରିଛନ୍ତି । ରେଳବାଇର ସେକ୍ସନ୍ ଇଞ୍ଜିନିୟର…