ଖୁବଶୀଘ୍ର ଆରମ୍ଭ ହେବ “ପ୍ରଧାନମନ୍ତ୍ରୀ ସୂର୍ଯ୍ୟୋଦୟ ଯୋଜନା”; ଏକ କୋଟି ଘରର ଛାତ ଉପରେ ସୌରଶକ୍ତି ବ୍ୟବହାର ଲକ୍ଷ୍ୟ
ନୂଆଦିଲ୍ଲୀ: ଖୁବଶୀଘ୍ର ଆରମ୍ଭ ହେବ ପ୍ରଧାନମନ୍ତ୍ରୀ ସୂର୍ଯ୍ୟୋଦୟ ଯୋଜନା। ଏକ କୋଟି ଘରର ଛାତ ଉପରେ ସୌର ଶକ୍ତି ବ୍ୟବହାର ଲକ୍ଷ୍ୟ ରଖାଯାଇଛି। ଯୋଜନାର ଶୁଭାରମ୍ଭ କରିବାକୁ ବୈଠକରେ ଅଧ୍ୟକ୍ଷତା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଗରିବ ଓ ମଧ୍ୟବିତ୍ତଙ୍କ ବିଦ୍ୟୁତ୍ ବିଲ୍ ହ୍ରାସ…