ଦୁର୍ନୀତିଗ୍ରସ୍ତଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ: ୩ ଜଣଙ୍କର ଦରମା ଓ ୬ ଜଣଙ୍କର ପେନସନ ବନ୍ଦ
ଭୁବନେଶ୍ବର: ଦୁର୍ନୀତିଗ୍ରସ୍ତ ଓ ଅପାରଗଙ୍କ ବିରୁଦ୍ଧରେ ମୁଖ୍ୟମନ୍ତ୍ରୀଙ୍କ କଠୋର ଆଭିମୁଖ୍ୟ ଜାରି ରଖିଛନ୍ତି । ଏ ପର୍ଯ୍ୟନ୍ତ ୧୯୭ ଜଣ ଅଧିକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଇ ସାରିଲେଣି । ଏବେ ପୁଣି ୯ ଜଣଙ୍କ ବିରୋଧରେ କାାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ୩ ଜଣଙ୍କୁ…