୨୦୫୦ ସୁଦ୍ଧା ୭୫% ବଢିଯିବ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା; ଜାଣନ୍ତୁ ଭାରତରେ କେତେ ହାର…
ନୂଆଦିଲ୍ଲୀ: ୨୦୫୦ ସୁଦ୍ଧା ୭୫% ବଢିଯିବ କ୍ୟାନ୍ସର ରୋଗୀଙ୍କ ସଂଖ୍ୟା। ଦି ଲାନସେଟରେ ପ୍ରକାଶିତ ଏକ ନୂଆ ରିପୋର୍ଟ ବିଶ୍ୱକୁ କର୍କଟ ରୋଗ ବିଷୟରେ ସତର୍କ କରାଇଛି।
ରିପୋର୍ଟ ଅନୁଯାୟୀ, ଗତ ତିନି ଦଶନ୍ଧି ମଧ୍ୟରେ କର୍କଟ ରୋଗ ଏବଂ ମୃତ୍ୟୁ ଦ୍ରୁତ ଗତିରେ ବୃଦ୍ଧି ପାଇଛି। ୧୯୯୦ ତୁଳନାରେ, ଆଜି…