ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ଦଳରୁ ବିରାଟ, ରୋହିତ ବାଦ୍; ସଞ୍ଜୁଙ୍କୁ ସୁଯୋଗ
ମୁମ୍ବାଇ: ଭାରତୀୟ ଦଳର ଆଗାମୀ ୱେଷ୍ଟଇଣ୍ଡିଜ୍ ଗସ୍ତ ପାଇଁ ଟେଷ୍ଟ ଏବଂ ଦିନିକିଆ ପାଇଁ ଦଳ ଘୋଷଣା ହୋଇସାରିଛି। ବୁଧବାର ରାତିରେ ଟି -୨୦ ଦଳ ଘୋଷଣା କରାଯାଇଛି। ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ପୁଣିଥରେ ଯୁବ ଦଳର ନେତୃତ୍ବ ଦିଆଯାଇଛି। ଏଥି ସହିତ ସୂର୍ଯ୍ୟକୁମାର ଯାଦବଙ୍କୁ ଉପ-ଅଧିନାୟକ କରାଯାଇଛି।…