Latest Odisha News

BREAKING NEWS

କୁଖ୍ୟାତ ଆତଙ୍କବାଦୀ, ଖଲିସ୍ତାନୀ ନେତା ଗୁରପତୱନ୍ତ ସଡକ ଦୁର୍ଘଟଣାରେ ନିହତ !

ନ୍ୟୁୟର୍କ: ଭାରତରେ ପ୍ରତିବନ୍ଧିତ ଆତଙ୍କବାଦୀ ସଂଗଠନ ଶିଖ ଫର ଜଷ୍ଟିସର କୁଖ୍ୟାତ ଆତଙ୍କବାଦୀ ଗୁରପତୱନ୍ତ ସିଂ ପନ୍ନୁଙ୍କ ଆମେରିକାରେ କାର ଦୁର୍ଘଟଣାରେ ମୃତ୍ୟୁ ଘଟିଛି । ଟ୍ୱିଟରରେ ଖବର ପ୍ରକାଶ ପାଇବା ପରେ ଏହା ଏବେ ଟ୍ରେଣ୍ଡ କରିବାରେ ଲାଗିଛି । ଆମେରିକାର ୧୦୧ ହାଇୱେରେ ଏହି ଦୁର୍ଘଟଣା…

ଆଗକୁ ଆସୁଛି କଙ୍ଗନାଙ୍କ ୩ ଫିଲ୍ମ, ଘୋଷଣା ହେଲା ରିଲିଜ ତାରିଖ

ମୁମ୍ବାଇ: ବଲିଉଡ଼ ଅଭିନେତ୍ରୀ କଙ୍ଗନା ରାଣାୱତଙ୍କ ଅଭିନିତ ୩ଟି ଫିଲ୍ମ ଖୁବ୍‌ଶୀଘ୍ର ରିଲିଜ୍ ହେବ । ସେପ୍ଟେମ୍ବର, ଅକ୍ଟୋବର ଏବଂ ନଭେମ୍ବର ଏହି ତିନି ମାସରେ ୩ଟି ଯାକ ଫିଲ୍ମ ପରଦାକୁ ଆସିବ । ସେପ୍ଟେମ୍ବରରେ ‘ଚନ୍ଦ୍ରମୁଖୀ’, ‘ଅକ୍ଟୋବରରେ ‘ତେଜସ୍‌’ ଏବଂ ନଭେମ୍ବରରେ ‘ଇମରଜେନ୍ସ’ ରିଲିଜ…

ଜଟିଳ କର୍କଟ ରୋଗ ନିମନ୍ତେ ମହିଳାଙ୍କର ୧୧ ବର୍ଷରେ ୫ ଥର ଅସ୍ତ୍ରୋପଚାର

ଭୁବନେଶ୍ୱର: ଜଟିଳ କ୍ୟାନ୍ସର ରୋଗ “ରିଟ୍ରୋପେରିଟୋନିଆଲ୍ ଲିପୋସାର୍କୋମା” ରେ ପୀଡ଼ିତ ଥିବା ବୌଦ୍ଧ ଜିଲ୍ଲାର ଜଣେ ୩୮ ବର୍ଷୀୟ ମହିଳାଙ୍କର ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ମେଡିକାଲ୍ ସାଇନ୍‌ସେସ୍ ଆଣ୍ଡ ସମ୍ ହସ୍ପିଟାଲ୍‌ରେ ସଫଳ ଅସ୍ତ୍ରୋପଚାର କରାଯାଇଛି । ୫ମ ଥର ପାଇଁ ସମ୍‌ରେ ତାଙ୍କର ଏହି ସମସ୍ୟା…

ୱେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ ପାଇଁ ଭାରତୀୟ ଦଳ ଘୋଷିତ: ତିଳକ, ଯଶସ୍ୱୀଙ୍କ ସୁଯୋଗ

ମୁମ୍ବାଇ: ୱେଷ୍ଟଇଣ୍ଡିଜ ବିପକ୍ଷ ଟି୨୦ ସିରିଜ କ୍ରିକେଟ ପାଇଁ ବୁଧବାର ୧୫ ଜଣିଆ ଭାରତୀୟ ଦଳ ଘୋଷଣା କରାଯାଇଛି । ୫ ମ୍ୟାଚ ବିଶିଷ୍ଟ ଏହି ସିରିଜ ପାଇଁ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ ଅଧିନାୟକ ଏବଂ ସୂର୍ଯ୍ୟକୁମାର ଯାଦବଙ୍କୁ ଉପ ଅଧିନାୟକ ଭାବେ ନିଯୁକ୍ତ କରାଯାଇଛି । ତିଳକ ବର୍ମା ଓ ଯଶସ୍ୱୀ…

କିଟ୍ ଓ କିସ୍ ପରିଦର୍ଶନ କଲେ ଏସିଆ ବିଶ୍ୱବିଦ୍ୟାଳୟର ପ୍ରତିନିଧି ମଣ୍ଡଳୀ

ଭୁବନେଶ୍ୱର: ଏସିଆ ବିଶ୍ୱବିଦ୍ୟାଳୟର ୫ ଜଣିଆ ପ୍ରତିନିଧି ମଣ୍ଡଳୀ ପ୍ରଫେସର ଡକ୍ଟର ୟିଙ୍ଗୁଇ ଚେନଙ୍କ ନେତୃତ୍ୱରେ କିଟ୍ ଓ କିସ୍ ପରିଦର୍ଶନ କରିଛନ୍ତି । ଦୁଇ ଦିନିଆ ଗସ୍ତ ସମୟରେ ପ୍ରତିନିଧି ମଣ୍ଡଳୀ କିଟରେ ରହିଥିଲେ । ଏହି ପ୍ରତିନିଧି ମଣ୍ଡଳୀରେ ଡକ୍ଟର ଚୁନ୍-ୱେଇ ରେମଲିନ୍, ଡକ୍ଟର…

୨ ରାଜ୍ୟ ଏକାଠି ବସିଲେ ମହାନଦୀ ବିବାଦର ସମାଧାନ ସମ୍ଭବ କହିଲେ ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ଖରା ଦିନେ ମହାନଦୀ ଶୁଖିଲା ପଡ଼ୁଛି । ବର୍ଷା ଦିନେ ଉଛୁଳୁଛି । ମହାନଦୀକୁ ନେଇ ମୁଣ୍ଡ ଟେକିଥିବା ବିବାଦର କେମିତି ହେବ ସମାଧାନ । ମାମଲା ଟ୍ରିବୁନାଲରେ ଗଡ଼ି ଚାଲିଥିବା ବେଳେ ଓଡ଼ିଶା ଗସ୍ତରେ ଆସିଥିବା ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ଟି.ଏସ୍. ସିଂହଦେଓ ମତ ରଖିଛନ୍ତି ।…

ପତ୍ନୀଙ୍କୁ ଉପହାର ଦେଲେ ବାର୍ବୀ ଡଲ୍ ଓ ଚିଠି : କାରଣ ଜାଣିଲେ ହୋଇଯିବେ ଭାବପ୍ରବଣ

ନ୍ୟୁୟର୍କ : ସାଧାରଣତଃ ବାର୍ବି ଡଲ୍‌କୁ୍ ଛୋଟ ଝିଅମାନେ ବେଶୀ ପସନ୍ଦ କରିଥାନ୍ତି । ଛୋଟ ଛୋଟ ଝିଅମାନେ ତାକୁ ପୋଷାକ ପରିଧାନ କରାନ୍ତି, ପୋଷାକ ବଦଳାନ୍ତି, କେଶକୁ ସାଇଜ କରି ଖେଳୁଥିବା ସମସ୍ତେ ଦେଖିଥିବେ । କିନ୍ତୁ ବୟସ୍କା ମହିଳା ହୁଅନ୍ତୁ ବା ପତ୍ନୀଙ୍କୁ କେହି ବାର୍ବି ଡଲ୍ ଉପହାର ଦେବା…

କ୍ରିତିଙ୍କ ପ୍ରଡକ୍ସନ ହାଉସ ବ୍ଲୁ ବଟରଫ୍ଲାଏର ପ୍ରଥମ ଫିଲ୍ମ ହେବ ଦୋ ପତି

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ତଥା ଆଦିପୁରୁଷରେ ଜାନକୀ ରୋଲ କରିଥିବା କ୍ରିତି ସେନନ ତାଙ୍କର ନୂତନ ପ୍ରଡକ୍ସନ ହାଉସ ଆରମ୍ଭ କରିଛନ୍ତି । କ୍ରିତିଙ୍କ ବ୍ଲୁ ବଟରଫ୍ଲାଏ ବ୍ୟାନର ତଳେ ଦୋ ପତି ନାମକ ଫିଲ୍ମ ନିର୍ମାଣ ହେବାକୁ ଯାଉଛି । ଏହି ଥ୍ରୀଲର ଫିଲ୍ମରେ କାଜଲ ମୂଖ୍ୟ ଭୂମିକାରେ ଅବତୀର୍ଣ୍ଣ…

ପ୍ରଥମ ଥର ପାଇଁ ଭୋଗ୍‌ରେ ନଜର ଆସିଲେ ରେଖା

ମୁମ୍ବାଇ: ଆମେରିକାର ମାସିକ ଫ୍ୟାଶନ ଏବଂ ଜୀବନଶୈଳୀ ପତ୍ରିକା ଭୋଗ୍‌ରେ ପ୍ରଥମ ଥର ପାଇଁ ସ୍ଥାନ ପାଇଛନ୍ତି ଭେଟେରାନ ଅଭିନେତ୍ରୀ ରେଖା । ସେ ପତ୍ରିକାର କଭରପେଜରେ ନଜର ଆସିଛନ୍ତି । ତାହା ପୁଣି ରାଣୀ ବେଶରେ । ପୂର୍ବରୁ ବଲିଉଡ଼ର ଅନେକ ଅଭିନେତ୍ରୀ, ଅଭିନେତାଙ୍କୁ ଏହି ପତ୍ରିକାରେ ଦେଖିବାକୁ…

ଦରଦାମ ବୃଦ୍ଧିକୁ ନେଇ ଯୋଗାଣ ମନ୍ତ୍ରୀଙ୍କ ବାସଭବନ ଘେରିଲା ଛାତ୍ର କଂଗ୍ରେସ, ଫିଙ୍ଗିଲା ଟମାଟୋ

ଭୁବନେଶ୍ୱର: ଦରଦାମ ବଢ଼ୁଛି, ଆକ୍ରୋଶ ତେଜୁଛି । ରାଜ୍ୟରେ ପନିପରିବା ସହ ଅନ୍ୟ ସାମଗ୍ରୀର ଦର ବଢ଼ି ଚାଲିଛି । ପରିବା ବଜାରରେ କୌଣସି ବି ପନିପରିବା ଦର ଶହେ ତଳେ ନାହିଁ । ଯାହାକୁ ନେଇ ଜନ ଆକ୍ରୋଶ ବଢ଼ିଥିବା ବେଳେ ପ୍ରତିବାଦ କରିଛି ଛାତ୍ର କଂଗ୍ରେସ । ଆଜି ଛାତ୍ର କଂଗ୍ରେସ ପକ୍ଷରୁ ଓଡ଼ିଶା…