ଆଜି କାର୍ତ୍ତିକ ମାସର ଶେଷ ସୋମବାର : ସକାଳୁ ସକାଳୁ ବାବା ଧବଳେଶ୍ବରଙ୍କ ପୀଠରେ ପ୍ରବଳ ଭିଡ
ଆଠଗଡ : ଚାଲିଛି ଧର୍ମମାସ କାର୍ତ୍ତିକ । ଆଜି ହେଉଛି କାର୍ତ୍ତିକ ମାସର ଶେଷ ସୋମବାର। ଏଥିଲାଗି ଚଳଚଞ୍ଚଳ ହୋଇଉଠିଛି ରାଜ୍ୟର ବିଭିନ୍ନ ଶୈବପୀଠ । ଆଜି ସକାଳୁ ସକାଳୁ କଟକ ଜିଲ୍ଲା ଆଠଗଡର ପ୍ରସିଦ୍ଧ ବାବା ଧବଳେଶ୍ବରଙ୍କ ପୀଠରେ ଶ୍ରଦ୍ଧାଳୁଙ୍କର ପ୍ରବଳ ଭିଡ ଦେଖିବାକୁ ମିଳିଛି ।…