Latest Odisha News

BREAKING NEWS

ଭାରସାମ୍ୟ ହରାଇ କାର୍ ଦୁର୍ଘଟଣାଗ୍ରସ୍ତ: ୪ ମୃତ, ୫ ଗୁରୁତର

ଶ୍ରୀନଗର: ଜମ୍ମୁ କାଶ୍ମୀରର ରଜୌରୀ ଜିଲ୍ଲାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଭାରସାମ୍ୟ ହରାଇ ଦୁର୍ଘଟଣା ଘଟାଇଲା କାର୍। ଦୁର୍ଘଟଣାରେ ତିନି ମହିଳାଙ୍କ ସମେତ ୪ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୫ ଜଣ ଗୁରୁତର ଆହତ ହୋଇଛନ୍ତି। ପୋଲିସ ଅଧିକାରୀଙ୍କଠାରୁ ମିଳିଥିବା ସୂଚନା ଅନୁଯାୟୀ,…

ଏସସିଓ ସମ୍ମିଳନୀରେ ଚୀନକୁ ଝଟକା, ବିଆରଆଇ ପ୍ରକଳ୍ପକୁ ପ୍ରତ୍ୟାଖ୍ୟାନ କଲା ଭାରତ

ନୂଆଦିଲ୍ଲୀ: ସାଂଘାଇ ସହଯୋଗ ସଂଗଠନ (ଏସସିଓ) ଶିଖର ସମ୍ମିଳନୀରେ ଚୀନକୁ ଝଟକା ଦେଲା ଭାରତ। ଚୀନ୍‌ର ବେଲ୍ଟ ଆଣ୍ଡ ରୋଡ୍ ଇନିସିଏଟିଭ୍ (ବିଆରଆଇ) ପ୍ରକଳ୍ପକୁ ଭାରତ ସମ୍ପୂର୍ଣ୍ଣ ଭାବେ ପ୍ରତ୍ୟାଖ୍ୟାନ କରିଛି। ଭାରତ ହେଉଛି ଏସସିଓର ଏକମାତ୍ର ସଦସ୍ୟ ଯିଏ ଚୀନ୍‌ର ବିଆରଆଇକୁ ସିଧାସଳଖ ବିରୋଧ…

ମାଟ୍ରିକ ସାର୍ଟିଫିକେଟ୍ ତ୍ରୁଟି ସଂଶୋଧନ ଲାଗି ସୁଯୋଗ, ଆଜିଠାରୁ ୧୪ ମଧ୍ୟରେ ହେବ ତ୍ରୁଟି ସଂଶୋଧନ

କଟକ: ଚଳିତ ବର୍ଷ ମାଟ୍ରିକ ପରୀକ୍ଷା ପାସ କରିଥିବା ସ୍କୁଲର କିଛି ଛାତ୍ରଛାତ୍ରୀଙ୍କ ସାର୍ଟିଫିକେଟରେ ତ୍ରୁଟି ଥିବା ଅଭିଯୋଗ ହୋଇଛି। ଏହାକୁ ନଜରରେ ରଖି ବୋର୍ଡ ପକ୍ଷରୁ ମାଟ୍ରିକ ସାର୍ଟିଫିକେଟ୍ ତ୍ରୁଟି ସଂଶୋଧନ ଲାଗି ସୁଯୋଗ ଦିଆଯାଇଛି। ଜୁଲାଇ ୫ ତାରିଖରୁ ୧୪ ତାରିଖ ମଧ୍ୟରେ ବୋର୍ଡ ଦ୍ୱାରା…

ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର(୬୬)

ମୂଳ ଇଂରାଜୀ : ଅନନ୍ତିନୀ ‘ଝୁମ୍ପା’ ମିଶ୍ର ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ ତା'ହେଲେ ରୋହାନ୍ ଆଖିରେ ଏତେ ରାଗ କ'ଣ ପାଇଁ! ଆଉ ସିଡ଼୍ ଯଦି କହେ, ଯେ ସେ ରୋହାନ୍‌କୁ ଈର୍ଷା କରୁନି ବୋଲି, ତେବେ ସେ ମିଛ କହୁଛି ବୋଲି ବୁଝିବାକୁ ହେବ । ଯା’ହେଲେ ବି ରୋହାନ୍ ବେଶୀ ସୁନ୍ଦର, ବୁଦ୍ଧିମାନ…

ଭାଷା ଭାଗବତ : କବିତା ଲିଖନ

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ପୂର୍ବାପର ସଂପୃକ୍ତ ଚିଂତା ସ୍ନିଗ୍‌ଧ ଶବ୍ଦରେ ହେଲେ ଗୁଂଥା ତହିଁର ପ୍ରବହମାନତା ସଂସାରେ ବୋଲାଏ କବିତା ଏହାର ବହୁ ବ୍ୟତିକ୍ରମ ଶୁଭିଲେ ସୁଦ୍ଧା ମନୋରମ ନ ଥିଲେ ଅନନ୍ୟ ଭାବନା କବିତା ରୂପେ ନୁହେ ଗଣା ଶବ୍ଦରେ କଲେ…

ଆଜି ଧବଳେଶ୍ୱରକୁ ଖୋଲିବ କଂକ୍ରିଟ୍ ସେତୁ, ଶ୍ରଦ୍ଧାଳୁଙ୍କୁ ଯାତାୟତ ପାଇଁ ଅନୁମତି

ଆଠଗଡ଼: ଓଡ଼ିଶା ପ୍ରସିଦ୍ଧ ଶୈବକ୍ଷେତ୍ର ଧବଳେଶ୍ୱର ପୀଠକୁ ଯାତାୟତ ପାଇଁ ଆଜି ଖୋଲୁଛି କଂକ୍ରିଟ୍ ସେତୁ। ଦୀର୍ଘ ମାସ ଧରି ଲାଗିରହିଥିବା ସମସ୍ୟାର ସ୍ଥାୟୀ ସମାଧାନ ହେବ। ଏଣିକି ପୀଠକୁ ଭକ୍ତମାନେ ନିର୍ଭୟରେ ଯାତାୟତ କରିପାରିବେ। ପ୍ରଥମେ ପୀଠକୁ ଯିବା ପାଇଁ ଝୁଲା ପୋଲ ଲଗାଯାଇଥିଲା। ଏହାର…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନିତ୍ୟ -ବିଧିର ଶେଷ ବିଧି ପହୁଡ଼ ପଡ଼ିବାକୁ ଯାଉଛି। ଠିକ ଏହା ପୂର୍ବରୁ ପ୍ରଭୁମାନଙ୍କୁ ବଡ଼ ସିଂହାର ବେଶରେ ସଜାଇ ଦିଆଯାଇଛି। ସ୍ୱତନ୍ତ୍ର ପୁଷ୍ପ ଅଳଙ୍କାର ପିନ୍ଧି…

ଆଇଏଏସ୍ ଅଧିକାରୀଙ୍କ କେନ୍ଦ୍ରୀୟ ଡେପୁଟେସନକୁ ସହଜ କରିବାକୁ ରାଜ୍ୟ ସରକାରଙ୍କୁ କେନ୍ଦ୍ର ମନ୍ତ୍ରୀଙ୍କ ଅନୁରୋଧ

ନୂଆଦିଲ୍ଲୀ: କେନ୍ଦ୍ର ରାଷ୍ଟ୍ର ମନ୍ତ୍ରୀ (ସ୍ୱାଧୀନ ଦାୟିତ୍ୱ) ବିଜ୍ଞାନ ଏବଂ ପ୍ରଯୁକ୍ତି ବିଦ୍ୟା; ଏମ୍‌ଓଏସ୍ ପିଏମଓ, କାର୍ମିକ, ଜନ ଅଭିଯୋଗ ଏବଂ ପେନ୍‌ସନ, ପରମାଣୁ ଶକ୍ତି ଏବଂ ମହାକାଶ ରାଷ୍ଟ୍ର ମନ୍ତ୍ରୀ ଡଃ ଜିତେନ୍ଦ୍ର ସିଂହ ରାଜ୍ୟ ସରକାର ମାନଙ୍କୁ ଆଇଏଏସ୍ ଏବଂ ଅନ୍ୟାନ୍ୟ ସର୍ବ -…

‘ଏକକ ନାଗରିକ ସଂହିତା ଲାଗୁ କରିବାରେ ବିଳମ୍ବ ହେଲେ ଆମ ମୂଲ୍ୟବୋଧକୁ କ୍ଷତିଗ୍ରସ୍ତ କରିବ’

ନୂଆଦିଲ୍ଲୀ: ଉପରାଷ୍ଟ୍ରପତି ଜଗଦୀପ ଧନଖଡ଼ କହିଛନ୍ତି ଯେ ଏକକ ନାଗରିକ ସଂହିତା ବା ୟୁନିଫର୍ମ ସିଭିଲ କୋଡ୍‌(ୟୁସିସି)ଭାରତ ଓ ତାହାର ଜାତୀୟତାବାଦକୁ ଅଧିକ ସୁଦୃଢ କରି ଏକତା ସୂତ୍ରରେ ବାନ୍ଧିବ । ୟୁସିସି ଲାଗୁ କରିବାରେ ଅଧିକ ବିଳମ୍ବ ହେଲେ ଏହା ଆମ ମୂଲ୍ୟବୋଧକୁ କ୍ଷତିଗ୍ରସ୍ତ କରିବ। ଆସାମର…

‘ମା’ ଭଉଣୀଙ୍କ ଦ୍ୱାରା ପ୍ରସ୍ତୁତ ସିଲାଇ ସାମଗ୍ରୀ ପହଁଚିବ ବିଶ୍ୱ ବଜାରରେ’

ନୂଆଦିଲ୍ଲୀ: ବର୍ତ୍ତମାନ ସମୟରେ ଭାରତ ଉପରେ ବିଶ୍ୱର ଭରସା ବଢୁଥିବା ବେଳେ ଦେଶର ଘରେ ଘରେ କୁଶଳୀ ମା’ ଭଉଣୀମାନେ ପ୍ରସ୍ତୁତ କରୁଥିବା ସିଲାଇ ଓ ଅନ୍ୟ ଡିଜାଇନକୁ ବିଶ୍ୱ ବଜାରରେ ପହଞ୍ଚାଇବା ପାଇଁ ଷ୍ଟେକହୋଲଡର ମାନଙ୍କୁ ଉଦ୍ୟମ କରିବା ପାଇଁ ଆହ୍ୱାନ କରିଛନ୍ତି କେନ୍ଦ୍ର ଶିକ୍ଷା, ଦକ୍ଷତା…