ଧରାପଡିଲେ ଆପାର୍ଟମେଣ୍ଟ ଲୁଟେରା, ୨ଜଣଙ୍କୁ ବାନ୍ଧିଲା ପୋଲିସ
ଭୁବନେଶ୍ଵର: କମିଶନରେଟ ପୋଲିସକୁ ମିଳିଲା ବଡ ସଫଳତା । ପୋଲିସର ନିଦ ହଜାଇଥିବା ଆପାର୍ଟମେଣ୍ଟ ଲୁଟେରା ଗ୍ୟାଙ୍ଗକୁ ଗିରଫ କରିଛି ପୋଲିସ । ୬ ରାଜ୍ୟରେ ଏମାନେ ଥିଲେ ମୋଷ୍ଟ ୱାଣ୍ଟେଡ୍ ଲୁଟେରା । ଗୁଜରାଟ, ଓଡ଼ିଶା, ୟୁପି, ଆନ୍ଧ୍ରପ୍ରଦେଶ, ଦିଲ୍ଲୀ, ମହାରାଷ୍ଟ୍ର, ରାଜସ୍ଥାନ ଅଞ୍ଚଳରେ…