ଓସ୍ଜା ବାର୍ଷିକ କ୍ରୀଡ଼ା ପୁରସ୍କାର ସମାରୋହ; “ଶୃଙ୍ଖଳା ହିଁ ସଫଳତାର ମାପକାଠି: କିଶୋର ଜେନା”
ଭୁବନେଶ୍ବର: କଳିଙ୍ଗ ଷ୍ଟାଡିୟମ୍ ଟେନିସ ସେଣ୍ଟରରେ ଆୟୋଜିତ ଓଡ଼ିଶା କ୍ରୀଡ଼ା ସାମ୍ବାଦିକ ସଂଘ (ଓସ୍ଜା) ଦ୍ବାରା ଚଳିତ ବର୍ଷର ଶ୍ରେଷ୍ଠ କ୍ରୀଡ଼ାବିତ ପୁରସ୍କାର ପ୍ରଦାନ କରାଯାଇଛି। କାର୍ଯ୍ୟକ୍ରମରେ ଏସିଆଡ଼ କ୍ରୀଡ଼ା ପଦକ ବିଜେତା ଜାଭେଲିନ୍ ଫିଙ୍ଗାଳି କିଶୋର ଜେନା ଯୋଗଦେଇଥିଲେ। ଶୃଙ୍ଖଳା ଓ…