ସାଙ୍ଗମାନଙ୍କ ସହ ମିଶି ଭଉଣୀକୁ ଗଣଦୁଷ୍କର୍ମ ପରେ ହତ୍ୟା କଲା ପିଶାଚ ଭାଇ
କନ୍ଧମାଳ: ରକ୍ତ ସମ୍ପର୍କ ଭାଇ ସାଜିଲା ସଇତାନ । ଭାଇ ଭଉଣୀର ପବିତ୍ର ବନ୍ଧନରେ ଲଗାଇଲା କଳଙ୍କ । କାମନା ନିଆଁରେ ଅନ୍ଧ ହୋଇ ଭଉଣୀକୁ ଦୁଷ୍କର୍ମ ପରେ ହତ୍ଯା କରିବାକୁ ପଛାଇ ନାହିଁ ସଇତାନ ଭାଇ । ଏପରି ଏକ ଲଜ୍ଜାଜନକ ଘଟଣା ଘଟିଛି କନ୍ଧମାଳ ଜିଲ୍ଲା ଚକାପଦ ଥନା ଅଞ୍ଚଳରେ ।
ଗିରଫ ହେବା ପରେ…