ଶୀତକାଳୀନ ଅଧିବେଶ ପୂର୍ବରୁ ବିରୋଧୀଙ୍କୁ ମୋଦିଙ୍କ ଟାର୍ଗେଟ ହାରିବାର କ୍ଷୋଭ ସଂସଦରେ ବାହାର କରନ୍ତୁ ନାହିଁ
ନୂଆଦିଲ୍ଲୀ: ଆଜିଠୁ ଆରମ୍ଭ ହୋଇଛି ସଂସଦର ଶୀତକାଳୀନ ଅଧିବେଶନ । ଅଧିବେଶନ ଆରମ୍ଭରୁ ମିଡିଆକୁ ଏକ ସାକ୍ଷାତ ଦେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୪ଟି ରାଜ୍ୟର ବିଧାନସଭା ନିର୍ବାଚନ ଫଳାଫଳକୁ ନେଇ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି । ବିଶେଷ କରି ବିରୋଧୀଙ୍କ ଉଦ୍ଦେଶ୍ୟରେ…