ରଣଜୀ ଟ୍ରଫି: ମଧ୍ୟପ୍ରଦେଶ ବିପକ୍ଷ ମ୍ୟାଚରେ ପ୍ରଥମ ଇନିଂସ ଅଗ୍ରଣୀ ଭିତିରେ ଓଡିଶା ହାସଲ କଲା ୩ ପଂଏଟ
ଭୁବନେଶ୍ୱର: ଓଡିଶା ଓ ମଧ୍ୟପ୍ରଦେଶ ମଧ୍ୟରେ ଅନୁଷ୍ଠିତ ରଣଜୀ ଟ୍ରଫି କ୍ରିକେଟ ମ୍ୟାଚ ଡ୍ରରେ ସମାପ୍ତ ହୋଇଛି । ପ୍ରଥମ ଇନିଂସ ଅଗ୍ରଣୀ ଭିତିରେ ଓଡିଶା ୩ ପଂଏଟ ହାସଲ କରିଛି । ପ୍ରଥମ ଇନିଂସରେ ଶୁଭ୍ରାଂଶୁ ସେନାପତିଙ୍କ ଚମତ୍କାର ଦ୍ୱିଶତକ ବଳରେ ଓଡିଶା ୪୯୮ ରନ କରିଥିଲା । ଏହାର ଜବାବରେ…