ପବିତ୍ର ମକର ସଂକ୍ରାନ୍ତି: ଶ୍ରୀମନ୍ଦିରରେ ମକର ଚୌରାସି ବେଶରେ ଭକ୍ତଙ୍କୁ ଦର୍ଶନ ଦେଉଛନ୍ତି ଶ୍ରୀଜିଉ
ପୁରୀ: ଆଜି ପବିତ୍ର ମକର ସଂକ୍ରାନ୍ତି ଅବସରରେ ଶ୍ରୀମନ୍ଦିରରେ ପାଳନ ହେଉଛି ମହାପ୍ରଭୁଙ୍କ ମକର ନୀତି । ଭକ୍ତ ଙ୍କୁ ମକର ଚୌରାସି ବେଶରେ ଦର୍ଶନ ଦେଉଛନ୍ତି ଚତୁର୍ଦ୍ଧାମୂରତି । ଶ୍ରୀଜୀଉ ମାନଙ୍କୁ ଘଣ୍ଟ, ଛତା ମାଧ୍ୟମରେ ମକର ବେଢ଼ା କରାଯାଇ ମକର ଚାଉଳ ଭୋଗ କରାଯିବ। ସେହିପରି ଶ୍ରୀଜୀଉଙ୍କ…