ମୋବାଇଲ ଉପଭୋକ୍ତାଙ୍କୁ ସତର୍କ କଲା ଟେଲିକମ ବିଭାଗ, ଡାଏଲ କରନ୍ତୁ ନାହିଁ ଏହି ନମ୍ବର
ନୂଆଦିଲ୍ଲୀ: ଭାରତର ଲକ୍ଷ ଲକ୍ଷ ମୋବାଇଲ ଫୋନ୍ ୟୁଜରଙ୍କୁ ସତର୍କ ସୂଚନା ଜାରି କରିଛି ଟେଲିକମ୍ ବିଭାଗ। ମୋବାଇଲ ଫୋନ୍ ବ୍ୟବହାରକରୀ '*୪୦୧#' ଏବଂ ପରେ ଏକ ଅଜଣା ନମ୍ବର ଡାଏଲ୍ କରିବା ପୂର୍ବରୁ ପ୍ରତି ସତର୍କ ରହିବାକୁ ପରାମର୍ଶ ଦିଆଯାଇଛି। ଏହି ଠକେଇରେ ଫସିବା ଦ୍ୱାରା ଡାଏଲ ହେଉଥିବା…