ଝାରସୁଗୁଡା ଲଖନ୍ପୁରରେ ଆଇଟିଆଇ ପ୍ରତିଷ୍ଠା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ
ଝାରସୁଗୁଡା: ଝାରସୁଗୁଡା ଜିଲ୍ଲାର ଲଖନ୍ପୁରଠାରେ ଆଇଟିଆଇ (ITI) ପ୍ରତିଷ୍ଠା ପାଇଁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି ନବୀନ । ଏହି ଅର୍ଥ ଜିଲ୍ଲା ଖଣିଜ ପାଣ୍ଠିରୁ ବିନିଯୋଗ କରାଯିବ ।
ସୂଚନାଯୋଗ୍ୟ ଯେ,…