କୋରାପୁଟ-ସିଙ୍ଗାପୁର ରୋଡ୍ ଦୋହରୀକରଣ ପ୍ରକଳ୍ପର ଦାମନଯୋଡି-ବାଇଗୁଡ଼ା ମଧ୍ୟରେ ୧୪.୬୦ କିମି ଦୈର୍ଘ୍ୟ ରେଳ ଲାଇନ…
କୋରାପୁଟ: କୋରାପୁଟ-ସିଙ୍ଗାପୁର ରୋଡ (ରାୟଗଡା) ଦୋହରୀକରଣ ରେଳ ଲାଇନ ପ୍ରକଳ୍ପର ଦାମନଯୋଡି ଏବଂ ବାଇଗୁଡା ଦୋହରୀକରଣ କାର୍ଯ୍ୟ ମଧ୍ୟରେ ୧୪.୬୦ କିଲୋମିଟରର ନୂତନ ଭାବେ ନିର୍ମିତ ଦୋହରି ବ୍ରଡ ଗେଜ ରେଳ ଲାଇନ କାର୍ଯ୍ୟ ଶେଷ ହୋଇ କାର୍ଯ୍ୟକ୍ଷମ ହୋଇଛି | କମିଶନର୍ ରେଲୱେ ସୁରକ୍ଷା/ରେଳ…