ଖୋ ଖୋ: ସେମିରେ ଓଡିଶା
କଟକ: ଉଦଘାଟନୀ ସଂସ୍କରଣରେ ଚାମ୍ପିୟନ ହୋଇଥିବା ଓଡିଶା ଚଳିତ ଅଲ୍ଟିମେଟ ଖୋ ଖୋ ଲିଗର ସେମିଫାଇନାଲରେ ପ୍ରବେଶ କରିଛି । ଟାଇଟଲ ବଜାୟ ରଖିବା ପାଇଁ ଓଡିଶାକୁ ଆଉ ୨ଟି ମ୍ୟାଚରେ ବିଜୟ ଆବଶ୍ୟକ କରୁଛି । ୧୦ଟି ମ୍ୟାଚରୁ ୨୩ ପଂଏଟ ହାସଲ କରି ଓଡିଶା ସେମିକୁ ଉନ୍ନୀତ ହୋଇଛି । ଜବରଦସ୍ତ ଫର୍ମରେ…