ଓଡ଼ିଶା ସରକାରଙ୍କ ଅସହଯୋଗ ପାଇଁ ମେଗା ଟେକ୍ସଟାଇଲ୍ ପାର୍କ ପ୍ରତିଷ୍ଠା ମଉଳିଛି: କେନ୍ଦ୍ରମନ୍ତ୍ରୀ
ଭୁବନେଶ୍ୱର: ରାଜ୍ୟ ସରକାର ପ୍ରସ୍ତାବ ନଦେବାରୁ ମେଗା ଟେକ୍ସଟାଇଲ୍ ପାର୍କ ପ୍ରତିଷ୍ଠା ନେଇ ଓଡ଼ିଶାର ଆଶା ମଉଳି ଯାଇଛି। କେନ୍ଦ୍ର ବୟନଶିଳ୍ପ ରାଷ୍ଟ୍ରମନ୍ତ୍ରୀ ଦର୍ଶନା ଜରଦୋଶ ଓଡ଼ିଶା ଗସ୍ତରେ ଆସି ଏହି ସୂଚନା ଦେଇଛନ୍ତି।
ବୁଧବାର ଭୁବନେଶ୍ୱରରେ ଗଣମାଧ୍ୟମକୁ କହିଛନ୍ତି, ପ୍ରକଳ୍ପକୁ ଆଗକୁ…