‘୨୦୨୪-୨୫ ଶିକ୍ଷାବର୍ଷରୁ ତିନି ଜିଲ୍ଲାରେ ନୂଆ ଡିଗ୍ରୀ କଲେଜ ଖୋଲିବାକୁ ଅନୁମୋଦନ ଦେଇଛନ୍ତି ସରକାର’
ଭୁବନେଶ୍ୱର: ମାଲକାନଗିରି, ନବରଙ୍ଗପୁର ଓ କୋରାପୁଟ ଜିଲ୍ଲା ଗସ୍ତ କରି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ଅଗ୍ରଗତି ସମୀକ୍ଷା କରିବା ସହ ଜନସାଧାରଣଙ୍କ ସହ ଆଲୋଚନା କରିଛନ୍ତି ୫ଟି ଓ ନବୀନ ଓଡ଼ିଶାର ଅଧ୍ୟକ୍ଷ ଭିକେ ପାଣ୍ଡିଆନ।
ନବରଙ୍ଗପୁର ଜିଲ୍ଲାର ତେନ୍ତୁଳିଖୁଣ୍ଟି, କୋଷାଗୁମୁଡା, ଝରିଗାଁ ଓ…