ଇସ୍ରାଏଲ-ହାମାସ ଯୁଦ୍ଧ: ଗାଜାରେ ୩୭ ଦିନ ପରେ ଧ୍ବଂସାବଶେଷ ତଳୁ ମିଳିଳା ନବଜାତ ଶିଶୁ, ଦେଖନ୍ତୁ ଭିଡିଓ
ଗାଜା: ଇସ୍ରାଏଲ ଏବଂ ହାମାସ ମଧ୍ୟରେ ଚାଲିଥିବା ଅସ୍ତ୍ରବିରତି ମଧ୍ୟରେ ଗାଜାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଭୟଙ୍କର ବୋମା ବିସ୍ଫୋରଣର ୩୭ ଦିନ ପରେ ଭଙ୍ଗା ଘର ଭିତରୁ ଏକ ଶିଶୁ ଜୀବନ୍ତ ଅବସ୍ଥାରେ ମିଳିଛି । ଏହାପରେ ଏହି ଶିଶୁର ଭିଡିଓ ଓ ଫଟୋ ଏବେ ସୋସିଆଲ ମିଡିଆରେ ଭାଇରାଲ…