ଏନ୍ଆଇସିୟୁରେ ଦୀପିକାଙ୍କ ନବଜାତ ପୁଅ
ମୁମ୍ବାଇ: ଛୋଟପରଦାର ଲୋକପ୍ରିୟ ଅଭିନେତ୍ରୀ ଦୀପିକା କକ୍କର ନିକଟରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଥିଲେ । ଏହାକୁ ନେଇ ଦୀପିକା ଓ ତାଙ୍କ ସ୍ୱାମୀ ସୋଏବ ଖୁସି ହେବା ସହ ଉଭୟଙ୍କ ପରିବାରରେ ଆନନ୍ଦ ଦେଖାଦେଇଥିଲା । କିନ୍ତୁ ଏବେ ତାଙ୍କ ପୁଅଙ୍କ ଅବସ୍ଥା ଗୁରୁତର ରହିଛି । ଫଳରେ ସେ…