ଅଲିମ୍ପିକ କୋଟା ହାସଲ କଲେ ଭାରତୀୟ ଶୁଟର ବରୁଣ, ଈଶା
ଜାକର୍ତା: ଏସିଆନ କ୍ୱାଲିଫାୟର୍ସ ୧୦ ମିଟର ପୁରୁଷ ଏବଂ ମହିଳା ବିଭାଗରେ ଭାରତର ଯୁବ ଶୁଟର ବରୁଣ ତୋମାର ଓ ଈଶା ସିଂ ଅଲିମ୍ପିକ କୋଟା ହାସଲ କରିଛନ୍ତି । ଏଥିସହ ଭାରତର ୧୫ଜଣ ଶୁଟର ପ୍ୟାରିସ ଅଲିମ୍ପିକ ଯୋଗ୍ୟତା ହାସଲ କରିଛନ୍ତି । କଂଟିନେଟାଂଲ ଇଭେଂଟରେ ଭାରତ ୨ ସ୍ୱର୍ଣ୍ଣ ସହ ୬ ପଦକ ହାସଲ…