ଆଜିଠୁ ହୀରାକୁଦ ଡ୍ୟାମରେ ପକ୍ଷୀ ଗଣନା ଆରମ୍ଭ
ସମ୍ବଲପୁର: ଆଜିଠାରୁ ହୀରାକୁଦ ଡ୍ୟାମରେ ଆରମ୍ଭ ହୋଇଛି ପକ୍ଷୀ ଗଣନା । ସକାଳ ୬ଟାରୁ ଗଣନାକାର୍ଯ୍ୟ ଆରମ୍ଭ ହୋଇଥିବା ବେଳେ ଅପରାହ୍ନ ୫ଟା ଯାଏଁ ପକ୍ଷୀ ଗଣନା କରାଯିବ। ହୀରାକୁଦ ୱାଇଲ୍ଡ ଲାଇଭ ଡିଜିଜନ ପକ୍ଷରୁ ସମ୍ବଲପୁର, ଝାରସୁଗୁଡା ଓ ଛତିଶଗଡ଼ ସଂଲଗ୍ନ ଜଳଭଣ୍ଡାରରେ ଗଣନା କରାଯାଉଛି ।…