ରାମଲଲ୍ଲାଙ୍କ ପ୍ରାଣ ପ୍ରତିଷ୍ଠା ସମୟରେ ସନ୍ତାନ ଜନ୍ମ କରିବାକୁ ଚାହୁଁଛନ୍ତି ମହିଳା
କାନପୁର: ଆସନ୍ତା ୨୨ ତାରିଖରେ ଅଯୋଧ୍ୟାରେ ରାମ ମନ୍ଦିର ପ୍ରତିଷ୍ଠା କାର୍ଯ୍ୟକ୍ରମ ଆୟୋଜିତ ହେବ । ଏହାକୁ ନେଇ ଚାରିଆଡ଼େ ଉତ୍ସାହ ଦେଖିବାକୁ ମିଳୁଛି । ଶୁଭ ମୁହୂର୍ତ୍ତରେ ପବିତ୍ର କାର୍ଯ୍ୟକ୍ରମ ଅନୁଷ୍ଠିତ ହେବ । ଏହାକୁ ଦୃଷ୍ଟିରେ ରଖି ଅନେକ ଗର୍ଭବତୀ ମହିଳା ଯେଉଁମାନଙ୍କ ସେହି ଦିନବେଳକୁ…