ଗଣଶିକ୍ଷା ମନ୍ତ୍ରୀଙ୍କ ଜିଲ୍ଲାରେ ମଧ୍ୟାହ୍ନ ଭୋଜନରେ ଅବ୍ୟବସ୍ଥା, ପିଲାଙ୍କୁ ଭାତ ପରିବର୍ତ୍ତେ ଦିଆଗଲା ମୁଢି
ବାରିପଦା: ମଧ୍ୟାହ୍ନ ଭୋଜନରେ ପିଲାଙ୍କୁ ଦିଆଗଲା ମୁଢି। ମୟୂରଭଞ୍ଜ ଜିଲ୍ଲା ବେତନଟୀ ବ୍ଲକ୍ ବ୍ରହ୍ମପୁର ହାଇସ୍କୁଲର ଛାତ୍ରଛାତ୍ରୀଙ୍କୁ ଡାଲି ସହ ମୁଢି ଦିଆଯାଇଛି। ଗତ ଦୁଇ ଦିନ ହେଲା ମଧ୍ୟାହ୍ନ ଭୋଜନ (ଏମଡିଏମ) ଯୋଜନାରେ ଭାତ ବଦଳରେ ଛାତ୍ରଛାତ୍ରୀଙ୍କୁ ଦିଆଯାଉଛି ମୁଢି।
ଏହି ଘଟଣାକୁ ନେଇ…