Latest Odisha News

BREAKING NEWS

ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର(୫୬)

ମୂଳ ଇଂରାଜୀ : ଅନନ୍ତିନୀ ‘ଝୁମ୍ପା’ ମିଶ୍ର ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ ଏ ଉତ୍ତରରେ ବୀରା ସନ୍ତୁଷ୍ଟ ହେଲାପରି ଲାଗୁଥିଲା । ଆଶାର କିରଣଟିଏ ପରି ଥିବା ଏ କ୍ଷୀଣ ସମ୍ଭାବନାଟିକୁ, ସେ ମନଭିତରେ ପାଳି ଚାଲିଥିଲା । ସେମାନେ ଆଉ ପ୍ରାୟ ପାଞ୍ଚ ମିନିଟ୍ ଯାଏଁ ସେଠାରେ ନୀରବରେ ଠିଆ ହୋଇ…

ଆଜି ତିନି ରଥର ଦକ୍ଷିଣମୋଡ଼, ୧୨.୩୦ ରେ ଆଜ୍ଞାମାଳ ବିଜେ

ପୁରୀ: ଜନ୍ମବେଦୀରେ ଭକ୍ତଙ୍କୁ ଦର୍ଶ ଦେବା ପରେ ଏବେ ଶ୍ରୀମନ୍ଦିର ଫେରିବାକୁ ତର ତର ହେଲେଣି ମହାବାହୁ। ବାହୁଡ଼ା ଯାତ୍ରା ପାଇଁ ସଜବାଜ ହେଲେଣି ବଡ଼ ଠାକୁର । ଏଥିପାଇଁ ଆଜି(ରବିବାର) ଶରଧାବାଲିରେ ୩ ରଥ ଦକ୍ଷିଣ ମୋଡ କରାଯିବ । ଏଥିପାଇଁ ୩ ରଥକୁ ଭଲ ଭବାରେ ଯାଞ୍ଚ କରାଯାଇଛି। ନନ୍ଦିଘୋଷ…

କବିତା : ଅପେକ୍ଷା

ସୁଜାତା ମିଶ୍ର ଶାନ୍ତ ଏଇ ସକାଳଟା.. ସୁଲୁ ସୁଲୁ ପବନରେ ଭରିଛି କେ ଶୁଭ୍ର ଶିହରଣ, ସାଦା ରଙ୍ଗର ଶାଢ଼ୀରେ କିଏ ଦେଲା କୁହୁକ ପରଶ.., ନିରୀହ ପଣରେ ଭରିଲା ଚୁନି ଚୁନି ସ୍ୱପ୍ନର ବିଳାସ, ଉପବନ ଦିଶେ ଆଜି କେତେ ସୁଶୋଭନ! ଆଜି ଆସ୍ଥା ଆଉ ବିଶ୍ଵାସର ପଟୁଆର ନେଇ ରଥେ ବିଜେ…

ବିହାରରେ ଭୁଶୁଡିଲା ପୁଣି ଏକ ନିର୍ମାଣଧିନ ବ୍ରିଜ୍

ପାଟନା: ବିହାରର ଭାଗଲପୁରର ଗଙ୍ଗା ନଦୀ ଉପରେ ନିର୍ମାଣ କରାଯାଉଥିବା ଏକ ବ୍ରିଜ ଭୁଶୁଡିବାର ୩ ସପ୍ତାହ ପରେ କିଷନଗଞ୍ଜ ଜିଲ୍ଲାରେ ଶନିବାର ପୁଣି ଏକ ନିର୍ମାଣଧିନ ବ୍ରିଜ ଭୁଶୁଡିଛି। ପାଟନାଠାରୁ ୪୦୦ କି.ମି ଦୂର ଜାତୀୟ ରାଜପଥ-୩୨୭ଇ ଉପରେ ମେଚି ନଦୀରେ ଏହି ବ୍ରିଜ୍ ନିର୍ମାଣ କରାଯାଉଥିଲା।…

ଭାଷା ଭାଗବତ : ନିଜସ୍ବ ଭାବ, ନିଜ ସ୍ବଭାବ

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ବ୍ୟକ୍ତିର ପ୍ରେମ କିଂବା ଘୃଣା ପଛର କାରଣ ଅଜଣା ହୋଇ ବି ପାରେ ଆପେ ବଢ଼ି ମନରୁ ହୁଏନି ଘଉଡ଼ି ' କାହିଁକି ? ' ପ୍ରଶ୍ନର ଉତ୍ତର ଖୋଜିଲେ ସୁଦ୍ଧା ବାରଂବାର ମୁଖ୍ୟତଃ ପ୍ରାୟତଃ ମିଳେନି ବ୍ୟକ୍ତିର ଭାବ ବଦଳେନି ବୋଲାଇ '…

ଜୁଲାଇ ୧ ରେ ଓଟିଇଟି ପରୀକ୍ଷା, ଇଣ୍ଟିଗ୍ରେଟେଡ୍ ଏବଂ ଏମ୍‌ଏଡ୍‌ ଡିଗ୍ରୀଧାରୀଙ୍କୁ ମିଳିବ ସୁଯୋଗ

ଭୁବନେଶ୍ୱର: ଜୁଲାଇ ୧ ରେ ଅନୁଷ୍ଠିତ ହେବ ଓଡିଶା ଶିକ୍ଷକ ଯୋଗ୍ୟତା ପରୀକ୍ଷା (ଓଟିଇଟି) ୨୦୨୨। ଏଥିଲାଗି ରାଜ୍ୟର ବିଭିନ୍ନ ଜିଲ୍ଲା ସଦର ମହକୁମା ଏବଂ ବ୍ଲକ୍ ଆଦିରେ ୩୦୭ କେନ୍ଦ୍ର କରାଯାଇଛି। ଏଥର ଇଣ୍ଟିଗ୍ରେଟେଡ୍ ଏବଂ ଏମ୍‌ଏଡ୍‌ ଡିଗ୍ରୀଧାରୀଙ୍କୁ ପରୀକ୍ଷା ଦେବାର ସୁଯୋଗ ମିଳିଥିବାରୁ ଦେଢ…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନିତ୍ୟ ବିଧି ଆଲୋଚନା ପ୍ରସଙ୍ଗରେ ଆମେ ଆଲୋଚନା କରିଛେ। ସକାଳ ଧୂପ ବିଷୟରେ ସକାଳ ଧୂପରେ କୋଠ ଭୋଗ ପାକ ହୋଇ ସାରିବା ପରେ, ପ୍ରଭୁଙ୍କ ପାଖରେ ଭୋଗ ଲାଗିବା ପାଇଁ ପ୍ରସ୍ତୁତି ହୋଇଥାଏ।…

ଭକ୍ତି ସଙ୍ଗୀତ କାର୍ଯ୍ୟକ୍ରମ ‘ଗୁହାରି’ ଉଦ୍‌ଘାଟିତ

ଭୁବନେଶ୍ୱର : ପବିତ୍ର ରଥଯାତ୍ରା ଅବସରରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଏବଂ ଗୁରୁ କେଳୁଚରଣ ମହାପାତ୍ର ଓଡ଼ିଶୀ ଗବେଷଣା କେନ୍ଦ୍ରର ମିଳିତ ଆନୁକୂଲ୍ୟରେ ସ୍ଥାନୀୟ ରବୀନ୍ଦ୍ର ମଣ୍ଡପଠାରେ ଏକ ନିଆରା ଭକ୍ତି ଭାବାପନ୍ନ ସଙ୍ଗୀତ କାର୍ଯ୍ୟକ୍ରମ ‘ଗୁହାରି’ ଅତିରିକ୍ତ ମୁଖ୍ୟ ଶାସନ ସଚିବ…

ଲାଞ୍ଚୁଆ ଆରଆଇକୁ ଅଢେ଼ଇ ବର୍ଷ ଜେଲ ଓ ୧୦ ହଜାର ଟଙ୍କା ଜୋରିମାନା

ଭବାନୀପାଟଣା: ଶନିବାର ଭବାନୀପାଟଣା ସ୍ୱତନ୍ତ୍ର ଭିଜିଲାନ୍ସ ବିଚାରପତି ଶ୍ରୀକାନ୍ତ ମିଶ୍ର ଏକ ଲାଞ୍ଚ ମାମଲାର ଚୂଡ଼ାନ୍ତ ରାୟ ପ୍ରକାଶ କରି ଲାଞ୍ଚୁଆ ଅବସର ପ୍ରାପ୍ତ ଆରଆଇ ଈଶ୍ୱରୀ ପ୍ରସାଦ ପୁରୋହିତ କୁ ଅଢେ଼ଇ ବର୍ଷ ଜେଲ ଦଣ୍ଡ ଓ ୧୦ ହଜାର ଟଙ୍କା ଜୋରିମାନା ଡଣ୍ଡାଦେଶ କରିଛନ୍ତି। ଜୋରିମାନା…

ସୌର ଶକ୍ତି ପ୍ରକଳ୍ପର ବିକାଶ ପାଇଁ ଏନଏଚପିସି ଏବଂ ଗ୍ରିଡ୍‍କୋ ମଧ୍ୟରେ ବୁଝାମଣାପତ୍ର ସ୍ୱାକ୍ଷରିତ

ଭୁବନେଶ୍ୱର: ଭାରତର ବୃହତ୍ତମ ଜଳ ବିଦ୍ୟୁତ ବିକାଶ ସଂଗଠନ ଏନଏଚପିସି ଲିମିଟେଡ୍‌, ଓଡ଼ିଶା ସରକାରଙ୍କ ଗ୍ରିଡ୍‍କୋ ସହିତ ପମ୍ପଡ୍ ଷ୍ଟୋରେଜ୍ ପ୍ରକଳ୍ପ ଏବଂ ଓଡିଶାରେ ଅକ୍ଷୟ ଶକ୍ତିର ବିକାଶ ପାଇଁ ଏକ ବୁଝାମଣାପତ୍ର ସ୍ୱାକ୍ଷର କରିଛି । ଅତି କମରେ ୨୦୦୦ ମେଗାୱାଟର ସ୍ୱୟଂ ଚିହ୍ନିତ ପମ୍ପଡ୍…