ଆମେରିକାରେ ପୁଣି ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ, ଫଳକରେ ଭାରତ ବିରୋଧୀ ନାରା ଲେଖିଲେ ଖଲିସ୍ତାନୀ
ୱାଶିଂଟନ: ଆମେରିକାର କାଲିଫର୍ଣ୍ଣିଆ ପୁଣି ଥରେ ଏକ ହିନ୍ଦୁ ମନ୍ଦିର ଉପରେ ଆକ୍ରମଣ ହୋଇଛି। ଖଲିସ୍ତାନୀ ସମର୍ଥକମାନେ ହାୱାର୍ଡରେ ଥିବା ବିଜୟ ଶେରୱାଲୀ ମନ୍ଦିରରେ ଭାରତ ବିରୋଧୀ ସ୍ଲୋଗାନ ଲେଖିଛନ୍ତି। ମନ୍ଦିର କାନ୍ଥରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରତି ଅପମାନଜନକ ଶବ୍ଦ ଲେଖିବା ସହ…