‘ଆଦିପୁରୁଷ’ ନିର୍ମାତା ମାଗିଲେ କ୍ଷମା: ନେପାଳ ସରକାରଙ୍କୁ ଲେଖିଲେ ଚିଠି
ମୁମ୍ବାଇ:‘ରାମାୟଣ’ କାହାଣୀ ଆଧାରିତ ତଥା ସାଉଥ୍ ସୁପରଷ୍ଟାର ପ୍ରଭାସ ଓ ବଲିଉଡ୍ ନାୟିକା କ୍ରିତି ସାନନଙ୍କ ଅଭିନୀତ ଫିଲ୍ମ ‘ଆଦିପୁରୁଷ’ ଏବେ ଖୁବ୍ ଚର୍ଚ୍ଚାରେ । ରାମାୟଣର କାହାଣୀକୁ ବଡ଼ ପରଦାରେ ଦେଖିବାକୁ ଦର୍ଶକ ଉତ୍ସାହର ସହିତ ଅପେକ୍ଷା କରିଥିଲେ । ହେଲେ ଫିଲ୍ମ ରିଲିଜ୍ ହେଉ ହେଉ ବିବାଦ…