Latest Odisha News

BREAKING NEWS

ଭାରତରେ ତିଆରି ହେବ ଫାଇଟର୍ ଜେଟ୍ ଇଞ୍ଜିନ୍, ଦୁନିଆର ସବୁଠାରୁ ଶକ୍ତିଶାଳୀ ଡ୍ରୋନ୍ MQ-9Bକୁ ମୋଦୀଙ୍କ ସ୍ୱାଗତ

ଓଡ଼ିଶା ସମ୍ବାଦ ବ୍ୟୁରୋ: MQ-9B ରିପର୍ ଡ୍ରୋନ୍ କିଣିବା ପାଇଁ ଭାରତର ଯୋଜନାକୁ ସ୍ୱାଗତ କରିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ ଏବଂ ପ୍ରଧାନମନ୍ତ୍ରୀ ମୋଦୀ। ଆମେରିକାର କମ୍ପାନୀ ଜେନେରାଲ୍ ଆଟୋମିକ୍ ଦ୍ୱାରା ଏହି ଡ୍ରୋନ୍ ପ୍ରସ୍ତୁତ କରାଯାଇଛି। ଦୁନିଆର ସବୁଠାରୁ ଶକ୍ତିଶାଳୀ ଡ୍ରୋନ୍ ବୋଲି…

ଟାଇଟନିକର ଭଗ୍ନାବଶେଷ ପାଖରୁ ମିଳିଲା ନିଖୋଜ ଟାଇଟନ; ୫ ଯାତ୍ରୀ ମୃତ

ୱାଶିଂଟନ: ଟାଇଟନ ବୁଡାଜାହାଜରେ ଯାଇଥିବା ୫ ଜଣଙ୍କର ଅତି ଦୁଃଖଦ ମୃତ୍ୟୁ ଘଟିଛି ।  ଓସେନ ଗେଟ କମ୍ପାନୀ ପରିଚାଳିତ ଏହି ବୁଡାଜାହାଜରେ ଥିବା ୫ ଜଣ ଆଟଲାଣ୍ଟିକ ମହାସାଗରରେ ବୁଡି ଯାଇଥିବା ଟାଇଟନିକର ଭଗ୍ନାବଶେଷକୁ ଦେଖିବା ପାଇଁ ଜୁନ ୧୮ ତାରିଖରେ ବାହାରିଥିଲେ । ହେଲେ ଯାତ୍ରା ଆରମ୍ଭ କରିବାର…

ଧାରାବାହିକ ଉପନ୍ୟାସ : ମ୍ୟାନହଟ୍ଟନରୁ ମୁନ୍ନାର(୫୪)

ମୂଳ ଇଂରାଜୀ : ଅନନ୍ତିନୀ ‘ଝୁମ୍ପା’ ମିଶ୍ର ଅନୁବାଦ : ଈପ୍ସିତା ଷଡ଼ଙ୍ଗୀ ନିଜକୁ ବଞ୍ଚେଇବାର ଚେଷ୍ଟା କରୁକରୁ, ଖୁମ୍ବଟି କାଠର ଡେକ୍ ଉପରେ ପଡ଼ିଯିବାରୁ, ସମୀରା ଭାରସାମ୍ୟ ହରାଇ ନୀଳ ସମୁଦ୍ରର ଅତଳ ଗର୍ଭକୁ ଛିଟ୍‌କି ପଡ଼ିଲା । “ନାଇଁ... ସମୀରା ଦି’...,” ବିକଳ ଚିତ୍କାର କରି ଭାଙ୍ଗି…

କବିତା : ସାର୍ଥକ ଜନମ

ନିରୁପମା ପତି ଶୀତ ଆଗମନେ ନିର୍ମଳ ଗଗନେ ସ୍ବାଗତ କରୁଛି ଧରା, ପଲ୍ଲବେ ନିହାର ମୁକ୍ତାର ଶିଶିର ଇନ୍ଦ୍ରଧନୁ ସାଜି ପରା ।। କୁସୁମେ ଶୋଭିତ ଫଲ୍ଗୁରେ ମୋହିତ ଚାନ୍ଦିନୀ ପରଶ ପାଇ, ଆଶାର କୋଣାର୍କ ଗଢ଼ି ଯିବା ଆଜି ସମ୍ପର୍କର ସାଥୀ ହୋଇ ।। ଶାନ୍ତି,ପ୍ରୀତି, ମୈତ୍ରୀ ଏକତାର…

ଆଣ୍ଠେଇ ପଡ଼ି ଦିବ୍ୟାଙ୍ଗ ନୃତ୍ୟଶୀଳ୍ପିଙ୍କ କଥା ବୁଝିଲେ 5T ସଚିବ ଭି.କେ ପାଣ୍ଡିଆନ୍, ଫଟୋ ଭାଇରାଲ୍

ନୀଳଗିରି: ଦରଖାସ୍ତ ଦେବା ପାଇଁ ଚେୟାର୍‌ରେ ବସିଥିଲେ ଦିବ୍ୟାଙ୍ଗ । ହେଲେ 5T ସଚିବ ଭି.କେ ପାଣ୍ଡିଆନ୍‌ଙ୍କ ପାଖକୁ ଆସିାପାରୁ ନଥିଲେ। ତେବେ ସଚିବଙ୍କ ଆଖି ପଡ଼ିବାରୁ ସେ ଦୌଡ଼ିଯାଇ ଦିବ୍ୟାଙ୍ଗ ବ୍ୟକ୍ତିଙ୍କ ପାଖେ ଆଣ୍ଠେଇ ବସିପଡିଲେ। ଦରଖାସ୍ତ ନେବା ସହ ଦୁଃଖ ଶୁଣିଲେ। ଏହି ଘଟଣା ଏବେ ବେଶ୍…

ଭାରତରେ ସେମିକଣ୍ଡକ୍ଟର ଉତ୍ପାଦନ ବୃଦ୍ଧି ନିମନ୍ତେ ମାଇକ୍ରୋନ୍ ଟେକ୍ନୋଲୋଜିକୁ ଆମନ୍ତ୍ରଣ

ଓଡ଼ିଶା ସମ୍ବାଦ ବ୍ୟୁରୋ: କମ୍ପ୍ୟୁଟର ଚିପ୍ ନିର୍ମାତା ମାଇକ୍ରୋନ୍ ଏହାର ସେମିକଣ୍ଡକ୍ଟର ଆସେମ୍ବଲି ଏବଂ ପରୀକ୍ଷଣ କାରଖାନା ଗୁଜୁରାଟରେ ୨.୭୫ ବିଲିୟନ ଡ଼ଲାର୍ (ପ୍ରାୟ ୨୨,୫୪୦ କୋଟି ଟଙ୍କା) ବିନିଯୋଗ କରିବ। ମାଇକ୍ରୋନ୍ ଗୁରୁବାର ଏକ ବିବୃତ୍ତିରେ କହିଛି ଯେ ଦୁଇଟି ପର୍ଯ୍ୟାୟରେ ବିକଶିତ…

ଆଡ଼ପମଣ୍ଡପ ବିଜେ କଲେ ମହାବାହୁ; ଆଡ଼ପ ଦର୍ଶନ କଲେ ଭକ୍ତ, ଆଜିଠୁ ମିଳିବ ଆଡପ ଅବଢ଼ା

ପୁରୀ:  ଶ୍ରୀଗୁଣ୍ଡିଚା ଯାତ୍ରାର ତୃତୀୟ ଦିନରେ ଆଡ଼ପମଣ୍ଡପ ବିଜେ କରିଛନ୍ତି ଶ୍ରୀଜୀଉ। ବୁଧବାର ଠାରୁ ଶ୍ରୀଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଦର୍ଶନ ଦେବାପରେ ଗୁରୁବାର ସନ୍ଧ୍ୟାରେ ରଥାରୁଢ଼ ଚତୁର୍ଦ୍ଧା ବିଗ୍ରହ ଗୋଟି ପହଣ୍ଡିରେ ଜନ୍ମବେଦିରେ ବିରାଜମାନ ହୋଇଛନ୍ତି। ବର୍ଷାବିଧୌତ ଶ୍ରୀଗୁଣ୍ଡିଚା…

ଭାଷା ଭାଗବତ : ସତ୍ୟ-ସଂପୃକ୍ତ ବାଣୀ

ପ୍ରଫୁଲ୍ଲ ତ୍ରିପାଠୀଙ୍କ ନିୟମିତ ବିଭାଗ ‘ଭାଷା ଭାଗବତ’ ଯା ନୁହେଁ ନିଜ ଅନୁଭୂତି ତାହା ହିଁ ଲେଖୁଥିଲେ ନିତି ହୁଏନି ଭାଷାର ଉନ୍ନତି ଜାଗେନି ମନେ ଭାଷା-ପ୍ରୀତି ପଠିତ କଥା ଲେଖି ପୁଣି ପୃଷ୍ଠାରେ ଦେଲେ ସୁଦ୍ଧା ବୁଣି ଭାଷାର ବିକାଶ, ବର୍ଧନ ସ୍ଥଗିତ ରହେ ବହୁ ଦିନ…

ଜି-୨୦ ସମ୍ମିଳନୀ, ଚତୁର୍ଥ ଶିକ୍ଷା ୱାର୍କିଂ ଗ୍ରୁପ ଏବଂ ମନ୍ତ୍ରିସ୍ତରୀୟ ବୈଠକରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ

ପୁନେ: ମହାରାଷ୍ଟ୍ର ପୁନେରେ ଅନୁଷ୍ଠିତ ଚତୁର୍ଥ ଶିକ୍ଷା ୱାର୍କିଂ ଗ୍ରୁପ ଏବଂ ମନ୍ତ୍ରିସ୍ତରୀୟ ବୈଠକରେ ଯୋଗ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ଜି-୨୦ ବୈଠକରେ ଉଦଘାଟନୀ ସମାରୋହରେ ବିଭିନ୍ନ ଦେଶର ମନ୍ତ୍ରୀ, ପ୍ରତିନିଧିମଣ୍ଡଳୀ ଓ ୟୁନେସ୍କୋ, ୟୁନିସେଫ ଓ ଓଇସିଡି ସହ କଲେ ଆଲୋଚନା।…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଓଁ ନମୋ ଭଗବତେ ବାସୁଦେବାୟ। ପରଂବ୍ରହ୍ମ ଶ୍ରୀଜଗନ୍ନାଥଙ୍କ ନିତ୍ୟ -ବିଧି ବିଷୟରେ ଆଲୋଚନା ଜାରି ରହିଛି। ଏହି କ୍ରମରେ ଶ୍ରୀଜୀଉମାନଙ୍କ ଅବକାଶ ନୀତି ସରିବା ପରେ ଠାକୁରମାନେ ସକାଳ ଭୋଗ ନଖାଇ ଆଗ ଭକ୍ତମାନଙ୍କୁ ଦର୍ଶନ ଦେଲେ, ତାପରେ ରୋଷ ହୋମ…