ଭିଜିଲାନ୍ସ ଜାଲରେ ପୂର୍ବତନ ଡିଏସଡବ୍ଲୁଓ; ତିନି ଜିଲ୍ଲାରେ ଥିବା ୧୧ ଘର ଓ କାର୍ଯ୍ୟାଳୟ ଉପରେ ଚଢାଉ
ଭୁବନେଶ୍ୱର: ଆୟବହିର୍ଭୂତ ସମ୍ପତ୍ତି ରଖିଥିବା ଅଭିଯୋଗରେ ଭିଜିଲାନ୍ସ ଜାଲରେ ପଡିଛନ୍ତି ଭଦ୍ରକର ପୂର୍ବତନ ଜିଲ୍ଲା ସାମାଜିକ କଲ୍ୟାଣ ଅଧିକାରୀ ଜୟନ୍ତୀ ବେହେରା । ଆୟବର୍ହିଭୂତ ସମ୍ପତି ଠୁଳ ଅଭିଯୋଗରେ ଭୁବନେଶ୍ୱର, ବାଲେଶ୍ୱର ଏବଂ ଭଦ୍ରକର ବିଭିନ୍ନ ସ୍ଥାନରେ ଥିବା ତାଙ୍କ ଘର ଓ…