ଆସନ୍ତାକାଲି ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସିବେ ବିଜେପି ଜାତୀୟ ଅଧ୍ୟକ୍ଷ ଜେପି ନଡ୍ଡା
ଭୁବନେଶ୍ୱର: ଆସନ୍ତାକାଲି ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଜଗତ୍ ପ୍ରକାଶ ନଡ୍ଡା । ୨୨ତାରିଖ ଅପରାହ୍ନ ୪ଟାରେ ଶ୍ରୀ ନଡ୍ଡା ଝାରସୁଗୁଡା ବିମାନ ବନ୍ଦରରେ ପହଂଚିବା ପରେ ଝାରସୁଗୁଡା ଜିଲ୍ଲା କାର୍ଯ୍ୟାଳୟକୁ ସିଧାସଳଖ ଗସ୍ତ କରିବେ । ସେଠାରୁ ବରଗଡ ଲୋକସଭା…