Latest Odisha News

BREAKING NEWS

ଭାଷା ଭାଗବତ : ସଫଳ ଓଡ଼ିଆ

ପ୍ରଫୁଲ୍ଲ କୁମାର ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା  ଘରକାମରୁ ତ୍ରାହି ନାହିଁ ପରକାମକୁ ବେଳ କାହିଁ କରିବ ପର ଉପକାର ଏପରି ଇଚ୍ଛା ନାହିଁ କା'ର ଯେ ଯାହା ଘରକାମେ ମଜ୍ଜି କର୍ତବ୍ୟ ପାରଂତିନି ଖୋଜି ଅଇଁଠା ଥାଳି, ଗିନା ମାଜି ଚଳିବା ପାଇଁ ସଦା ରାଜି ହାଟରେ ମୂଲାଇ ସଉଦା ପଚା…

ଶ୍ରୀଜଗନ୍ନାଥ ତତ୍ତ୍ୱ ଓ ତଥ୍ୟ : ନିତ୍ୟ ସମ୍ପର୍କ ସ୍ଥାପନର ମାର୍ଗ

ଦୟାନିଧି ତ୍ରିପାଠୀଙ୍କ ବିଶେଷ ଉପସ୍ଥାପନା ଜୟ ଜଗନ୍ନାଥ, ଓଁ ନମୋ ଭଗବତେ ବାସୁଦେବାୟ । ଆରାଧ୍ୟ ଶ୍ରୀଜଗନ୍ନାଥଙ୍କୁ ଚିନ୍ତା କରିବା ମାତ୍ରେ ମନ ମଧ୍ୟରେ ଉଙ୍କି ମାରନ୍ତି ଅତିବଡ଼ି ଜଗନ୍ନାଥ ଦାସ । ଆଖି ଆଗରେ ଉଦ୍ଭାସିତ ହୁଏ “ଶ୍ରୀମଦ ଭାଗବତ “ଓ ତାର ଆମର ପଦ୍ୟାବଳୀ ” ଏଣୁ ସୁଜନେ…

ମହାପଞ୍ଚୁକ ବ୍ରତ: ଆଜି ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୂ

ପୁରୀ : ଆଜି ପବିତ୍ର କାର୍ତିକ ମାସ ଶୁକ୍ଳପକ୍ଷ ଦ୍ବାଦଶୀ ତିଥି  । ଆଜି ପଞ୍ଚୁକର ଦ୍ବିତୀୟ ଦିନରେ ବାଙ୍କଚୂଡ଼ା ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୂ । ଏହି ବେଶରେ ଠାକୁର ସୁବର୍ଣ୍ଣ ଅଳଙ୍କାରରେ ବିଭୂଷିତ ହେବା ସହ  ଚୂଡା ମଧ୍ୟ ଧାରଣ କରିଥାନ୍ତି। ମହାପ୍ରଭୁଙ୍କ ଏହି ଅନନ୍ୟ ବେଶ ଦେଖିବା ପାଇଁ…

ପ୍ରଦେଶ କଂଗ୍ରେସର ତୁଳସୀ ଯାତ୍ରା ନେଇ ପ୍ରସ୍ତୁତି ବୈଠକ, ଡିସେମ୍ବର ୧ରେ ପୁରୀ ଯିବ ଦଳ

ଭୁବନେଶ୍ୱର: ପ୍ରଦେଶ କଂଗ୍ରେସ ସଭାପତି ଶରତ ପଟ୍ଟନାୟକଙ୍କ ଆହ୍ୱାନକ୍ରମେ ଆସନ୍ତା ଡିସେମ୍ବର ୧ ତାରିଖରେ ପ୍ରଦେଶ କଂଗ୍ରେସ ପକ୍ଷରୁ ପୁରୀ ଶ୍ରୀକ୍ଷେତ୍ରକୁ ତୁଳସୀ ଯାତ୍ରା ଆୟୋଜିତ ହେବ । ଏହି କାର୍ଯ୍ୟକ୍ରମକୁ ସଫଳ ରୂପାୟନ କରିବା ନିମନ୍ତେ ଆଜି (ଗୁରୁବାର) ପ୍ରଦେଶ କଂଗ୍ରେସ ସଭାପତି ଶରତ…

ବର୍ଷାଙ୍କ ଆବେଦନକୁ ମଞ୍ଜୁର କଲେ ହାଇକୋର୍ଟ, ୬ରେ ଚୂଡ଼ାନ୍ତ ଶୁଣାଣି

କଟକ: ଓଡ଼ିଶାର ଚର୍ଚ୍ଚିତ ଷ୍ଟାର ଦମ୍ପତ୍ତି ଅନୁଭବ ଓ ବର୍ଷା ପ୍ରିୟଦର୍ଶିନୀଙ୍କ ଛାଡ଼ପତ୍ର ମାମଲା । ଆଜି (ଗୁରୁବାର) ବର୍ଷାଙ୍କ ଆବେଦନକୁ ଗ୍ରହଣ କରିଛନ୍ତି ହାଇକୋର୍ଟ । ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଡିସେମ୍ବର ମାସ ୬ ତାରିଖରେ ହେବ । ପୂର୍ବରୁ ସାଂସଦ ଅନୁଭବ ମହାନ୍ତି କରିଥିବା…

ପାରାଦୀପ ପୋର୍ଟ ୱେଷ୍ଟର୍ଣ୍ଣ ଡକ୍ ନିମନ୍ତେ ନବୀନ ଜିନ୍ଦଲଙ୍କ ଭୂମିପୂଜନ

ପାରାଦୀପ: ପାରାଦୀପ ବନ୍ଦରର ୱେଷ୍ଟର୍ଣ୍ଣ ଡକ୍ ନିର୍ମାଣ କାର୍ଯ୍ୟ ଆରମ୍ଭ କରିବା ପାଇଁ ଜିନ୍ଦଲ ଷ୍ଟିଲ ଏଣ୍ଡ ପାୱାର (ଜେଏସପି) ର ଚେୟାରମ୍ୟାନ୍ ନବୀନ ଜିନ୍ଦଲ ଦ୍ବାରା ଆଜି ଭୂମିପୂଜନ ଅନୁଷ୍ଠିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ପାରାଦୀପ ବନ୍ଦରର ଅଧ୍ୟକ୍ଷ ପିଏଲ ହାରନାଧ (ଆଇଆରଟିଏସ) ଏବଂ…

ଅଷ୍ଟ୍ରେଲିଆ ବିପକ୍ଷ ପ୍ରଥମ ଟି୨୦: ଶେଷ ବଲରେ ଛକା ମାରି ଭାରତକୁ ଜିତାଇଲେ ରିଙ୍କୁ ସିଂ

ବିଶାଖାପାଟଣା: ଏଠାରେ ଆରମ୍ଭ ହୋଇଥିବା ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜର ପ୍ରଥମ ମ୍ୟାଚରେ ଭାରତ ୨ ୱିକେଟରେ ବିଜୟ ହାସଲ କରିଛି । ଶେଷ ବଲରେ ଛକା ମାରି ରିଙ୍କୁ ସିଂ ଭାରତକୁ ବିଜୟୀ କରାଇଥିଲେ । ଦିନିକିଆ ବିଶ୍ୱକପ ଫାଇନାଲରେ ଅଷ୍ଟ୍ରେଲିଆ ନିକଟରୁ ପରାଜିତ ହେବା ପରେ ଏହି ବିଜୟ…

ସ୍ୱାମୀର ବିଷ ଷଡ଼ଯନ୍ତ୍ର; ଘରେ ନାଗ ଛାଡ଼ି ସ୍ତ୍ରୀ ଓ ଝିଅକୁ ହତ୍ୟା

ବ୍ରହ୍ମପୁର: ମନରେ ଘୃଣାଭାବ ଯଦି ବଢିଯାଏ, ତେବେ ଜଣେ ବ୍ୟକ୍ତି ନିଜ ଲୋକଙ୍କୁ ହତ୍ୟା କରିବାକୁ ବି ପଛାଏ ନାହିଁ। ନିଜ ସ୍ତ୍ରୀକୁ ହତ୍ୟା କରିବା ପାଇଁ ସ୍ୱାମୀ ରଚିଲା ଷଡ଼ଯନ୍ତ୍ର। ଗଞ୍ଜାମ ଜିଲ୍ଲା କବିସୂର୍ଯ୍ୟନଗର ଥାନା ଅଢ଼େଇବର ଗାଁରେ ସାପ କାମୁଡ଼ାରେ ମା’ଝିଅଙ୍କ ମୃତ୍ୟୁ ଘଟିଛି।…

ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ ପାଇଁ ୩୨୪ କୋଟି ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ବର: ବୌଦ୍ଧ ଜିଲ୍ଲା ପାଇଁ ଗୋଟିଏ ନଦୀଗର୍ଭ ଜଳାଶୟ ପ୍ରକଳ୍ପକୁ ଅନୁମୋଦନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ପ୍ରକଳ୍ପଟି ହେଉଛି ସାଲକୀ ନଦୀରେ ସତୀଘାଟ ନଦୀଗର୍ଭ ଜଳାଶୟ ପ୍ରକଳ୍ପ । ଏହି ପ୍ରକଳ୍ପ ପାଇଁ ମୁଖ୍ୟମନ୍ତ୍ରୀ ୩୨୪ କୋଟି ଟଙ୍କା ମଞ୍ଜୁର କରିଛନ୍ତି । ଏହାଦ୍ବାରା…

ଶୂନ୍ୟ ମୃତ୍ୟୁ ସପ୍ତାହ: ‘ଆଇନ ଅମାନ୍ୟକାରୀଙ୍କ ଉପରେ କଠୋର ହୁଅ’

ଭବାନୀପାଟଣା: ଆଜି (ଗୁରୁବାର) କଳାହାଣ୍ଡି ଜିଲ୍ଲାପାଳଙ୍କ ସମ୍ମିଳନୀ କକ୍ଷରେ ଜିଲ୍ଲା ସଡ଼କ ସୁରକ୍ଷା ସମିତି ଓ ଶୂନ୍ୟ ମୃତ୍ୟୁ ସପ୍ତାହ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ପି ଅନ୍ୱେଶା ରେଡ୍ଡୀଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲ୍ଲାର ପରିବହନ ବିଭାଗରେ…