ପଏଁରୀ ତିହାରରେ ମନ ମୋହିଲା ବିହୁ ନାଚ
ସୋନପୁର: ସୁବର୍ଣ୍ଣପୁରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ‘ପଏଁରି’ର ଜାତୀୟ ପାରମ୍ପରିକ ଲୋକ ନୃତ୍ୟ ଓ ସଙ୍ଗୀତ ମହୋତ୍ସବ ଗତକାଲି ମହା ସମାରୋହରେ ଉଦଘାଟିତ ହୋଇଯାଇଛି l ସନ୍ଧ୍ୟା ସାଂସ୍କୃତିକ କାର୍ଯ୍ୟକ୍ରମରେ ମୂଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ ଶ୍ରୀ ବିମଳେନ୍ଦୁ ରାୟ ଯୋଗଦେଇଥିଲେ…